Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ୟ ରାଜ୍ୟରେ ଫଶି ରହିଥିବା ଓଡ଼ିଆଙ୍କ ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଅନ୍ୟ ରାଜ୍ୟରେ ଫଶି ରହିଥିବା ଓଡ଼ିଆଙ୍କ ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

March 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଲକ୍‌ଡାଉନ୍‌ ଯୋଗୁଁ ଫସି ରହିଥିବା ଓଡ଼ିଆଙ୍କୁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ୟମ ଆରମ୍ଭ କରିଛନ୍ତି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ବିଭିନ୍ନ କାରଣ ନେଇ ଫସିଥିବା ଓଡ଼ିଶା ଲୋକଙ୍କୁ ସହାୟତା ପାଇଁ ନିବେଦନ କରିଛନ୍ତି। ସେମାନଙ୍କର ରହିବା, ଖାଇବା ବନ୍ଦୋବସ୍ତ କରିବାକୁ ନିବେଦନ କରିଛନ୍ତି। ସେଥିପାଇଁ ସମସ୍ତ ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି କହିଛନ୍ତି ନବୀନ। ବାହାର ରାଜ୍ୟରୁ ଆସି ଓଡ଼ିଶାରେ ଥିବା ଲୋକଙ୍କୁ ସହାୟତା କରାଯାଉଛି। ସେମାନଙ୍କ ସମସ୍ତ ଆନୁଷଙ୍ଗିକ ଖର୍ଚ୍ଚ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠି ବହନ କରୁଛି। ସେହିପରି କେହି ଯଦି ଓଡ଼ିଶାରେ ଫଶି ରହିଛନ୍ତି, କେହି ଶୁଣୁନାହାନ୍ତି, ତେବେ ସିଧାସଳଖ ତାଙ୍କୁ ଜଣାଇବାକୁ ନବୀନ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026
Latest News

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.