Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଔଷଧ ନିର୍ମାଣ ପାଇଁ ଭାରତ ସରକାରଙ୍କ ନିକଟରେ ଆବେଦନ କଲେ ବେଙ୍ଗାଲୁରୁ ଡାକ୍ତର
ଆଜିର ଖବର

କରୋନା ଔଷଧ ନିର୍ମାଣ ପାଇଁ ଭାରତ ସରକାରଙ୍କ ନିକଟରେ ଆବେଦନ କଲେ ବେଙ୍ଗାଲୁରୁ ଡାକ୍ତର

March 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଙ୍ଗାଲୁରୁ : କରୋନା ରୋଗୀଙ୍କ ପାଇଁ ଖୁସିଖବର । କରୋନା ସଙ୍କ୍ରମଣଙ୍କ ନିମନ୍ତେ ଔଷଧ ନିର୍ମାଣ କରିବା ପାଇଁ ଭାରତ ସରକାରଙ୍କ ନିକଟରେ ଆବେଦନ କରିଛନ୍ତି ବେଙ୍ଗାଲୁରୁର ଜନୈକ ଡାକ୍ତର । ବେଙ୍ଗାଲୁରୁର ଅଙ୍କୋଲୋଜିଷ୍ଟ ବିଶାଲ ରାଓ ଭାରତ ସରକାରଙ୍କ ନିକଟରେ ଏହି ଆବେଦନ କରିଛନ୍ତି । ସାଇଟୋକିନ୍‌ ସହାୟତାରେ ବିଶାଲ ଏହି ଔଷଧ ନିର୍ମାଣ କରିବା ପାଇଁ ଆବେଦନ କରିଛନ୍ତି । ମାନବ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସାଇଟୋକିନ୍‌ ପ୍ରମୁଖ ଗ୍ରହଣ କରିଥାଏ । କୋଭିଡ୍‌-19 କ୍ଷେତ୍ରରେ ଶରୀରରେ ସାଇଟୋକିନ୍‌ କ୍ଷରଣ ବନ୍ଦ ହୋଇଯାଇଥାଏ । ଏହି ହରମୋନ୍‌କୁ ଔଷଧ ଭାବରେ ବ୍ୟବହାର କରି କରୋନା ସଙ୍କ୍ରମଣଙ୍କ ଚିକିତ୍ସା କରିବା ପାଇଁ ଭାରତ ସରକାରଙ୍କ ନିକଟରେ ରାଓ ଆବେଦନ କରିଛନ୍ତି । (ଏଜେନ୍ସି)

bengaluru covid19
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା

February 16, 2026

ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ

February 16, 2026

ହୋଲି ଅବସରରେ ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍‌

February 16, 2026

କୃମି ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

February 16, 2026
Latest News

ରାଜ୍ୟସଭା ନିର୍ବାଚନ: ଏଥର ବିଜେପି କୁ ସମର୍ଥନ ନା କଂଗ୍ରେସ ସହ ମିଶି ଖେଳ ବିଗାଡ଼ିବ ବିଜେଡ଼ି?

February 16, 2026

ଖୁବ୍ ଶୀଘ୍ର ରତ୍ନଭଣ୍ଡାରର ଗଣତି ମଣତି: SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ବିସ୍ତୃତ ଆଲୋଚନା

February 16, 2026

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା

February 16, 2026

ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ

February 16, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.