Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କରୋନା ମୁକାବିଲା: ସ୍ବତନ୍ତ୍ର କେୟାର ଫଣ୍ଡକୁ 25 କୋଟି ଦାନ କଲେ ଅକ୍ଷୟ କୁମାର
ଜାତୀୟ ଖବର

କରୋନା ମୁକାବିଲା: ସ୍ବତନ୍ତ୍ର କେୟାର ଫଣ୍ଡକୁ 25 କୋଟି ଦାନ କଲେ ଅକ୍ଷୟ କୁମାର

March 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : କରୋନା ସଙ୍କଟ ସମୟରେ ଏହାର ମୁକାବିଲା କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପକ୍ଷରୁ ଶନିବାର ସ୍ବତନ୍ତ୍ର କେୟାର ଫଣ୍ଡ ଗଠନ କରାଯାଇଥିଲା। ଏହାପରେ ବଲିଉଡ୍‌ ଅଭିନେତା 25 କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ଅକ୍ଷୟ ପୂର୍ବରୁ ସରକାରଙ୍କୁ କରୋନା ମୁକାବିଲା ପାଇଁ 1.5 କୋଟି ଟଙ୍କା ପ୍ରଦାନ କରିଥିଲେ। ସର୍ବଦା ନିଜର ବଦାନ୍ୟତା ପାଇଁ ଚର୍ଚ୍ଚାରେ ରହୁଥିବା ଅକ୍ଷୟ କୁମାର ନିଜେ 25 କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଥିବା ବେଳେ ଅନ୍ୟାନ୍ୟ କଳାକାରଙ୍କୁ ସହାୟତା ପାଇଁ ନିବେଦନ କରିଛନ୍ତି। ଜାନ୍‌ ହେ ତୋ ଜହାନ୍‌ ହେ ବୋଲି ଟ୍ବିଟ୍‌ କରି ଅକ୍ଷୟ ସହାୟତା ରାଶି ସମ୍ପର୍କରେ ଘୋଷଣା କରିଛନ୍ତି। ଅକ୍ଷୟଙ୍କ ଏହି ପ୍ରୟାସକୁ ସୋସିଆଲ ମିଡିଆରେ ପ୍ରଶଂସା କରାଯାଇଛି।

ଆପଣ ଯଦି ସହାୟତା କରିବାକୁ ଚାହୁଁଛନ୍ତି ତେବେ ନିମ୍ନଲିଖିତ ଆକାଉଣ୍ଟରେ ଅର୍ଥ ପୈଠ କରିପାରିବେ।

(ଏଜେନ୍ସି)

akshyakumar
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରୁ ପଳାତକ ଡ୍ରଗ୍ କିଙ୍ଗପିନ୍ ବୀରେନ୍ଦ୍ର ସିଂହ ବସୋୟାଙ୍କୁ ଭାରତ ଫେରାଇ ଆଣିଲା ଏନସିବି

August 14, 2026

“ଧ୍ୱଂସ ଦ୍ୱାରରେ ପାକିସ୍ତାନ”: ଏମଜେ ଆକବରଙ୍କ କଡ଼ା ବିବୃତ୍ତି

August 14, 2026

IndiGo Delay Sparks Anger: ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

August 14, 2026

୧୫ ଅଗଷ୍ଟ ପୂର୍ବରୁ ଦିଲ୍ଲୀରେ ବିମାନବନ୍ଦର ସମେତ ୫ ଟି ସ୍ଥାନରେ ବୋମା ଧମକ: ତଦନ୍ତ ଜାରି

August 14, 2026
Latest News

ୟୁଏଇରୁ ପଳାତକ ଡ୍ରଗ୍ କିଙ୍ଗପିନ୍ ବୀରେନ୍ଦ୍ର ସିଂହ ବସୋୟାଙ୍କୁ ଭାରତ ଫେରାଇ ଆଣିଲା ଏନସିବି

August 14, 2026

“ଧ୍ୱଂସ ଦ୍ୱାରରେ ପାକିସ୍ତାନ”: ଏମଜେ ଆକବରଙ୍କ କଡ଼ା ବିବୃତ୍ତି

August 14, 2026

IndiGo Delay Sparks Anger: ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

August 14, 2026

ପୁରୀରେ ଯାତ୍ରୀବାହୀ ଟ୍ରେନ୍ ଲାଇନଚ୍ୟୁତ: ଉଦ୍ଧାର କାର୍ଯ୍ୟ ଜାରି

August 14, 2026

୧୫ ଅଗଷ୍ଟ ପୂର୍ବରୁ ଦିଲ୍ଲୀରେ ବିମାନବନ୍ଦର ସମେତ ୫ ଟି ସ୍ଥାନରେ ବୋମା ଧମକ: ତଦନ୍ତ ଜାରି

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.