Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜ୍ୟୋତି ଫେଡେରେସନ୍ ପକ୍ଷରୁ ଖୋଲିଲା ଶୁଖିଲା ଖାଦ୍ୟ ବିତରଣ କେନ୍ଦ୍ର
ଆଞ୍ଚଳିକ

ଜ୍ୟୋତି ଫେଡେରେସନ୍ ପକ୍ଷରୁ ଖୋଲିଲା ଶୁଖିଲା ଖାଦ୍ୟ ବିତରଣ କେନ୍ଦ୍ର

March 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ : ଜ୍ୟୋତି ଫେଡେରେସନ୍ ପକ୍ଷରୁ ଶୁଖିଲା ଖାଦ୍ୟ ବିତରଣ କେନ୍ଦ୍ରର ଉଦ୍‌ଘାଟନ କରାଯାଇଛି । ମହିଳା ଓ ଶିଶୁ ବିକାଶ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଶୁଖିଲା ଖାଦ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀର ବିତରଣ କେନ୍ଦ୍ର ଖୋଲାଯାଇଛି । ଏହି ବିତରଣ କେନ୍ଦ୍ରରେ ଚୁଡ. ବିସ୍କୁଟ୍‌, ପାଣି ବଟଲ୍‌, ସାବୁନ୍‌, ଡାଲି, ଚିନି, ଛତୁଆ ପ୍ରଭୃତି ଅତ୍ୟାବଶ୍ୟକ ସାମଗ୍ରୀର ବିକ୍ରୟ ପାଇଁ ଏହି ଦୋକାନ ଖୋଲାଯାଇଛି । ଶସ୍ତା ଦରରେ ଗ୍ରାହକଙ୍କୁ ସାମଗ୍ରୀ ଯୋଗାଇବା ପାଇଁ ଏହି କେନ୍ଦ୍ର ଖୋଲାଯାଇଛି । କୁଜଙ୍ଗ ବ୍ଲକ୍ ଅଧିକାରୀ ସନ୍ତୋଷ କୁମାର ଶତପଥୀ, ବ୍ଲକ୍ ଅଧ୍ୟକ୍ଷା ସ୍ମୃତି ରଞ୍ଜନ ବେହେରା, ମହିଳା ଓ ଶିଶୁ ବିକାଶ ଅଧିକାରୀ ତନୁପ୍ରଭା ବେଉରା ଓ ଜ୍ୟୋତି ଫେଡେରେସନ୍‌ର ସଭାନେତ୍ରୀ ମନୋରମା ମହାପାତ୍ର ଏବଂ ପିଓ ପ୍ରିୟଦର୍ଶିନୀ ମହାପାତ୍ର ପ୍ରମୁଖ ଶୁଭାରମ୍ଭ କରିଥିଲେ । ଏହା ସହିତ ସାମାଜିକ ଦୂରତ୍ୱ ଅନୁଯାୟୀ ଲୋକ ଜିନିଷ କିଣୁଥିବାର ଦେଖାଯାଇଥିଲା ।

kujang
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.