Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକଡାଉନ ସମୟରେ ଜୀବିତଙ୍କୁ ମୃତ ଦର୍ଶାଇ ଆମ୍ବୁଲାନ୍ସରେ ଯାଉଥିଲେ ଘରକୁ: ଚାଳକ ଗିରଫ, ଅନ୍ୟ ଚାରିଜଣ କ୍ବାରେଣ୍ଟାଇନ୍‌ରେ
ଆଜିର ଖବର

ଲକଡାଉନ ସମୟରେ ଜୀବିତଙ୍କୁ ମୃତ ଦର୍ଶାଇ ଆମ୍ବୁଲାନ୍ସରେ ଯାଉଥିଲେ ଘରକୁ: ଚାଳକ ଗିରଫ, ଅନ୍ୟ ଚାରିଜଣ କ୍ବାରେଣ୍ଟାଇନ୍‌ରେ

April 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର: କରୋନା ଭାଇରସରୁ ମୁକୁଳିବା ପାଇଁ କେନ୍ଦ୍ର ସରକାର ଭାରତକୁ 21 ଦିନିଆ ଲକଡାଉନ ଘୋଷଣା କରିଥିବା ବେଳେ କିଛି ସ୍ଥାନରେ ଏହାର ଉଲ୍ଲଂଘନ ହେଉଛି । ଏପ୍ରିଏଲ୍‌୧୪ ତାରିଖ ପର୍ଯ୍ୟନ୍ତ ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ସାଧାରଣ ପରିବହନ ବ୍ୟବସ୍ଥା ବନ୍ଦ ହୋଇଯାଇଛି।

ଜମ୍ମୁ କଶ୍ମୀରର ପୁଂଛ ଜିଲ୍ଲାରେ ଜଣେ ଜୀବିତ ଲୋକଙ୍କୁ ମୃତ ଦର୍ଶାଇ ଆମ୍ବୁଲାନ୍ସରେ ଘରକୁ ନିଆଯାଉଥିବା ବେଳେ ପୋଲିସ ହାତରେ ଧରାପଡ଼ିଛି । ସୁରନକୋଟରେ ଧରାପଡ଼ିଥବା ଏହି ଆମ୍ବୁଲାନ୍ସ ଭିତରେ ଜଣେ ଜୀବିତ ବ୍ୟକ୍ତି ଶୋଇଥିବା ବେଳେ ଅନ୍ୟ ଚାରି ଜଣ ବସିଥିଲେ । ମିଛ ମୃତ୍ୟୁ ପ୍ରମାଣପତ୍ର ମଧ୍ୟ ସେମାନଙ୍କ ପାଖେ ରହିଥିଲା । ପୋଲିସ ଆମ୍ବୁଲାନ୍ସ ଚାଳକଙ୍କୁ ଗିରଫ କରି ଅନ୍ୟ ଚାରି ଜଣଙ୍କୁ କ୍ୱାରେଣ୍ଟାଇନରେ ରଖିଛି । ଏଥି ସହିତ ପୋଲିସ ଆମ୍ବୁଲାନ୍ସ ଓ ମିଛ ମୃତ୍ୟୁ ପ୍ରମାଣପତ୍ରକୁ ମଧ୍ୟ ଜବତ କରିଛି । ପୋଲିସ୍‌ ପାଞ୍ଚ ଜଣଙ୍କ ବିରୋଧରେ ଆଇପିସି ଧାରା 188, 269, 420, 109 ଅନ୍ତର୍ଗତ ମାମଲା ରୁଜୁ କରିଛି ।(ଏଜେନ୍ସି)

arrest Lockdown quarantine
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026
Latest News

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.