Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାକୁ ନେଇ ରାଜ୍ୟପାଳଙ୍କ ସହ କଥା ହେଲେ ରାଷ୍ଟ୍ରପତି, ନିଜାମୁଦ୍ଦିନ ମକରଜ୍‌କୁ ନେଇ ଉଦ୍‌ବେଗ
ଆଜିର ଖବର

କରୋନାକୁ ନେଇ ରାଜ୍ୟପାଳଙ୍କ ସହ କଥା ହେଲେ ରାଷ୍ଟ୍ରପତି, ନିଜାମୁଦ୍ଦିନ ମକରଜ୍‌କୁ ନେଇ ଉଦ୍‌ବେଗ

April 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନାର ବର୍ଦ୍ଧିତ ସଙ୍କଟ କାରଣରୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ରାଜ୍ୟପାଳ ଓ ଉପ ରାଜ୍ୟପାଳଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂରେ ଆଲୋଚନା କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କ ସହିତ ଉପ ରାଷ୍ଟ୍ରପତି ଏମ୍ ଭେଙ୍କିଆ ନାଇଡୁ ମଧ୍ୟ ଏହି ଭିଡିଓ କନ୍‌ଫରେନ୍ସିଂରେ ଭାଗ ନେଇଥଲେ । ରାଷ୍ଟ୍ରପତି ଏହି ଭିଡିଓ କନ୍‌ଫରେନ୍ସିଂରେ ନିଜାମୁଦ୍ଦିନ୍ ମକରଜ୍ ଏବଂ ଆନନ୍ଦ ବିହାର ବସ୍ ଷ୍ଟାଣ୍ଡ ଭିଡକୁ ନେଇ ଉଦ୍‌ବେଗ ପ୍ରକାଶ କରୁଥିଲେ।

ଏପରି ଭିଡ ଦେଶରେ କରୋନା ସଂକ୍ରମଣ ବଢାଉଥିବାରୁ ସେଥିପ୍ରତି ଧ୍ୟାନ ଦେବା ପାଇଁ ରାଷ୍ଟ୍ରପତି କହିଥିଲେ । ଦେଶର କରୋନା ମୁକାବିଲାକୁ ପ୍ରତିହତ କରିବା ପାଇଁ ଏପରି ଷଡଯନ୍ତ୍ର ରଚା ଯାଉଥିଲେ ମଧ୍ୟ ଦେଶ ଏକାଠି ହୋଇ ଏହି ସଙ୍କଟରୁ ବାହାରିବ ବୋଲି ରାଷ୍ଟ୍ରପତି ମତ ଦେଇଥିଲେ ।

covid19 ramnathkovind
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026
Latest News

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.