Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା : 132 ଲକ୍ଷରୁ ଅଧିକ ମାସ୍କ ତିଆରି କଲେ ସ୍ବୟଂ ସହାୟକ ଗୋଷ୍ଠୀ
ଆଜିର ଖବର

କରୋନା ମୁକାବିଲା : 132 ଲକ୍ଷରୁ ଅଧିକ ମାସ୍କ ତିଆରି କଲେ ସ୍ବୟଂ ସହାୟକ ଗୋଷ୍ଠୀ

April 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, କରୋନା ସଂକ୍ରମଣ ପରିପ୍ରେକ୍ଷୀରେ ଦେଶରେ ମାସ୍କର ଆବଶ୍ୟକତା ଯଥେଷ୍ଟ ବୃଦ୍ଧି ପାଇଥିବାରୁ ସେହି ଚାହିଦା ପୂରଣ କରିବାକୁ ଜାତୀୟ ଗ୍ରାମୀଣ ଜୀବିକା ମିଶନ (ଏନ୍.ଆର.ଏଲ୍.ଏମ୍) ମାଧ୍ୟମରେ ଉଦ୍ୟମ ଆରମ୍ଭ ହୋଇଛି । ଦେଶର 24 ଟି ରାଜ୍ୟର 399 ଜିଲ୍ଳାରେ ଥିବା  ସ୍ୱୟଂ ସହାୟିକା ଗୋଷ୍ଠୀ (ଏସ୍ଏଚଜି) ଏହି କାମରେ ଲାଗିଛନ୍ତି ।

ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟକାରୀ ହେଉଥିବା ଏନ୍.ଆର.ଏଲ.ଏମ୍. ମାଧ୍ୟମରେ ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କୁ ଏଥିପାଇଁ  ପ୍ରୋତ୍ସାହିତ କରାଯାଉଛି । ଗତ 10 ଦିନ ମଧ୍ୟରେ ଏହି ଗୋଷ୍ଠୀଗୁଡିକ ଦ୍ୱାରା 132 ଲକ୍ଷରୁ ଅଧିକ ମାସ୍କ ଉତ୍ପାଦିତ ହୋଇଛି । ଏଥିରେ 14522 ସ୍ୱୟଂ ସହାୟିକା ଗୋଷ୍ଠୀର ମୋଟ 65,936 ସଦସ୍ୟ ସାମିଲ ହୋଇଛନ୍ତି ।

ଆନ୍ଧ୍ରପ୍ରଦେଶର ପାଞ୍ଚଟି ଜିଲ୍ଲାରୁ 4281 ସ୍ୱୟଂସହାୟିକା ଗୋଷ୍ଠୀର 21,028 ସଦସ୍ୟା ଏହି 10 ଦିନ ମଧ୍ୟରେ 25 ଲକ୍ଷ 41 ହଜାର 440ଟି ମାସ୍କ ଉତ୍ପାଦିତ କରିଛନ୍ତି । ତାମିଲନାଡୁର 32  ଜିଲ୍ଳାରୁ 1927 ସ୍ୱୟଂସହାୟିକା ଗୋଷ୍ଠୀର 10,780 ସଦସ୍ୟା ଏହି ସମୟରେ ଉତ୍ପାଦନ କରିଛନ୍ତି  26 ଲକ୍ଷ  17 ହଜାର 35 ମାସ୍କ  । ବିହାର, ଛତିଶଗଡ, ଗୁଜରାଟ ,କେରଳ, ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ  ଏବଂ ଉତ୍ତର ପୂର୍ବାଚଂଳର ଅନେକ ରାଜ୍ୟରେ ଥିବା ସ୍ୱୟଂ ସହାୟିକା ଗୋଷ୍ଠୀ ଏହି  କାମରେ ଲାଗିଛନ୍ତି ।

MaskMaking
Share. Facebook Twitter LinkedIn Email WhatsApp Copy Link

Related Posts

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026
Latest News

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.