Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୋକାନୀଙ୍କୁ କଡା ଚେତାବନୀ : ସାମାଜିକ ଦୂରତା ନ ରଖିଲେ ଦୋକାନ ସିଲ୍‌ ହେବା ସହିତ ଫୌଜଦାରୀ ମାମଲା ରୁଜୁ ହେବ
ଆଜିର ଖବର

ଦୋକାନୀଙ୍କୁ କଡା ଚେତାବନୀ : ସାମାଜିକ ଦୂରତା ନ ରଖିଲେ ଦୋକାନ ସିଲ୍‌ ହେବା ସହିତ ଫୌଜଦାରୀ ମାମଲା ରୁଜୁ ହେବ

April 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଆଜି ରାତ୍ରି 8ଟା ପରେ 48ଘଣ୍ଟିଆ ସଟ୍‌ ଡାଉନ୍‌ ଶେଷ ହୋଇଛି । ତେବେ ଏହି ସଟ୍‌ ଡାଉନ୍‌ ଶେଷ ହେବା ପରେ ବି କିଛି ନିୟମକୁ ବେଶ୍‌ କଡାକଡି କରାଯାଇଛି । ଏଣିକି ଦୋକାନ ଆଗରେ 5 ଫୁଟ ଅନ୍ତରରେ ଗାର ବା ଗୋଲାକାର ଚିହ୍ନ ଟାଣିବେ ଦୋକାନୀ । ଦୋକାନୀ ମାନେ ଯେପରି ଗହଳି ନ ହୁଏ ସେଥିପ୍ରତି ଅଧିକ ଧ୍ୟାନ ଦେବେ । ଯଦି ଦୋକାନୀମାନେ ଏହିସବୁ ନିୟମ ନ ମାନନ୍ତି ତେବେ ସମ୍ପୃକ୍ତ ବ୍ୟବସାୟୀ ବା ଦୋକାନୀଙ୍କ ଟ୍ରେଡ୍‌ ଲାଇସେନ୍ସ ରଦ୍ଦ କରାଯିବ ବୋଲି କହିଛନ୍ତି ପୋଲିସ୍‌ କମିଶନର । ଏହାସହିତ ଦୋକାନୀ ବା ବ୍ୟବସାୟୀଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରାଯିବ ବୋଲି ସୂଚନା ରହିଛି ।

କଟକ ଓ ଭୁବନେଶ୍ୱର ସହରରେ ଥିବା ଦୋକାନୀମାନଙ୍କ ପାଇଁ ଆଡ୍‌ଭାଇଜରି ଜାରି କରାଯାଇଛି। ଲକ୍‌ଡାଉନ୍ ପରେ ବି ସାମାଜିକ ଦୂରତା ବଜାୟ ରହିବ ବୋଲି କହିଛନ୍ତି ବିଏମସି କମିଶନର ଓ ପୋଲିସ କମିଶନର। କରୋନା ପରି ମହାମାରୀର କୌଣସି ପ୍ରକାରର ନିଦାନ ନଥିବାରୁ ଆମକୁ ସାମାଜିକ ଦୂରତ୍ବ ରକ୍ଷା କରିବା ଅତ୍ୟନ୍ତ ଆବଶ୍ୟକ ବୋଲି କହିଛନ୍ତି ପୋଲିସ୍‌ କମିଶନର । ଏଥିପାଇଁ ସମସ୍ତ ବ୍ୟବସାୟୀ ଓ ଦୋକାନୀ ମାନଙ୍କୁ ଗହଳି ନ କରାଇବା ପାଇଁ ଚେତାବନୀ ଦିଆଯାଇଛି । ନିୟମ ଉଲ୍ଲଂଘନ କଲେ କଡା କାର୍ଯ୍ୟାନୁଷ୍ଠାନ ଦିଆଯିବ ବୋଲି କହିଛନ୍ତି ପୋଲିସ କମିଶନର ।

Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.