Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା ନିମନ୍ତେ ପାରାଦ୍ବୀପ ଟ୍ରକ ମାଲିକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ
ଆଜିର ଖବର

କରୋନା ମୁକାବିଲା ନିମନ୍ତେ ପାରାଦ୍ବୀପ ଟ୍ରକ ମାଲିକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ

April 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: କରୋନା ଭୂତାଣୁ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଏବେ ସମେସ୍ତ ସାହାଯ୍ୟର ହାତ ବଢାଇଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ପୂର୍ବାହ୍ନରେ ପାରାଦୀପ ଟ୍ରକ୍‌ ମାଲିକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ୍‌କୁ 5 ଲକ୍ଷ ଟଙ୍କା ଦାନ କରାଯାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ପାରାଦ୍ବୀପ ଟ୍ରକ୍ ଓନରସ୍ ଆସୋସିଏସନ ତରଫରୁ ଆସୋସିଏସନର ସଭାପତି ସୁମନ୍ତ କୁମାର ବିଶ୍ବାଳ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସାକ୍ଷାତ କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ ୫ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିଲେ। ତାଙ୍କ ସହିତ ପାରାଦ୍ବୀପ ଟ୍ରକ୍ ଓନରସ୍ ଆସୋସିଏସନର ଯୁଗ୍ମ ସମ୍ପାଦକ ପ୍ରତାପ ଚନ୍ଦ୍ର ଦାସ ଉପସ୍ଥିତ ଥିଲେ।

ସେହିପରି ପାରାଦ୍ବୀପ ଜଗନ୍ନାଥ ଟ୍ରକ୍ ଓନର୍ ଆସୋସିଏସନ ପକ୍ଷରୁ ସଭାପତି ଛଇଳ ଚରଣ ଜେନା ଓ ସମ୍ପାଦକ ମନୋଜ କୁମାର ସ୍ବାଇଁ ଜିଲ୍ଲାପାଳଙ୍କୁ ୩ଲକ୍ଷ ୫ହଜାର ଟଙ୍କାର ଚେକ୍ ପ୍ରଦାନ କରିଥିଲେ। ସେହିପରି ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସ୍ୱର୍ଣ୍ଣ ମଞ୍ଜରୀ ନାୟକଙ୍କ ଉପସ୍ଥିତିରେ ବିରିଡ଼ି ବ୍ଲକର ଗୌରୀ ଦେବୀ ପ୍ରଡ୍ୟୁସର ଗୃପ୍ ପକ୍ଷରୁ ସଭାନେତ୍ରୀ ସବିତା ଦାସ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ହଜାର ଟଙ୍କାର ଚେକ୍ ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025

ରାଜ୍ୟ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ କଲା ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ

November 5, 2025

ବୁଧବାର ରାଶିଫଳ: ଆଜି ଏହି ରାଶିର ଲୋକ ଆନନ୍ଦରେ ବିତାଇବେ ଦିନ

November 5, 2025

କାର୍ତ୍ତିକ ପୂର୍ଣ୍ଣିମା ସ୍ନାନ ବେଳେ କରନ୍ତୁ ଏହି ଛୋଟିଆ କାମ, ମିଳିବ ସଫଳତା

November 5, 2025
BJP Ads
Latest News

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025

ରାଜ୍ୟ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ କଲା ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ

November 5, 2025

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ଜାଣନ୍ତୁ ଏହି ଦିନ କ’ଣ କରିବା ଉଚିତ?

November 5, 2025

ବୁଧବାର ରାଶିଫଳ: ଆଜି ଏହି ରାଶିର ଲୋକ ଆନନ୍ଦରେ ବିତାଇବେ ଦିନ

November 5, 2025

କାର୍ତ୍ତିକ ପୂର୍ଣ୍ଣିମା ସ୍ନାନ ବେଳେ କରନ୍ତୁ ଏହି ଛୋଟିଆ କାମ, ମିଳିବ ସଫଳତା

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.