Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»14410 କୁ କଲ କରନ୍ତୁ, ମାଗଣାରେ ଘରେ ବସି ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ, ରାଜ୍ୟବାସୀଙ୍କୁ ନବୀନଙ୍କ ଅପିଲ
ଆଜିର ଖବର

14410 କୁ କଲ କରନ୍ତୁ, ମାଗଣାରେ ଘରେ ବସି ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ, ରାଜ୍ୟବାସୀଙ୍କୁ ନବୀନଙ୍କ ଅପିଲ

April 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଆପଣଙ୍କୁ ଯଦି ଥଣ୍ଡାକାସ କିମ୍ବା ସେହିପରି କିଛି ହେଉଛି ତେବେ ଭୟକରନ୍ତୁ ନାହିଁ। ଆପଣ ଘରେ ବସି ମାଗଣା ଫୋନ କରି ମାଗଣା ଡାକ୍ତରଙ୍କ ପରାମର୍ଶ ନେଇପାରିବେ। ଆଜି ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟବାସୀଙ୍କ ପାଇଁ ଟେଲିମେଡିସନ ହେଲପ ଲାଇନ ଜାରୀ କରିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଅନେକଙ୍କୁ ସାମାନ୍ୟ ଥଣ୍ଡା କାସ ହେଲେ ଭୟଭିତ ହୋଇପଡୁଛନ୍ତି। ଏପରିକି ଡାକ୍ତରଖାନା ଯିବା ପାଇଁ ମଧ୍ୟ ସମସ୍ୟା ସୃଷ୍ଟି ହେଉଛି। ଏପରି ଅସୁବିଧାକୁ ଦୃଷ୍ଟିରେ ରକି ରାଜ୍ୟ ସରକାର ଏହି ଫୋନ ନମ୍ବର ଜାରୀ କରିଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଏହି ସୁବିଧାକୁ ଉପଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି। ଏପରିକି ସେ ରାଜ୍ୟର ଡାକ୍ତରଙ୍କୁ ମଧ୍ୟ ଏ କ୍ଷେତ୍ରରେ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି। ଯେଉଁମାନେ ଏଥିରେ ସହଯୋଗ କରିବା ପାଇଁ ଆଗ୍ରହୀ ଅଛନ୍ତି ସେମାନେ http://bit.ly/IndiaTeleMed ରେ ରେଜିଷ୍ଟ୍ରେସନ କରିପାରିବେ ବୋଲି କୁହାଯାଇଛି।

covid19 OdishaFightsCorona TeleMedicine
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026

ଗିରଫ ହେଲେ ରାମ ମନ୍ଦିରରେ ନମାଜ ପାଠ କରୁଥିବା ଅଭିଯୁକ୍ତ: ଜାଣନ୍ତୁ ଏହି ମାମଲାରେ କ’ଣ ହେବ ଦଣ୍ଡ?

January 10, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.