Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରର ବମିଖାଲ ଅଞ୍ଚଳରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଭୁବନେଶ୍ବରର ବମିଖାଲ ଅଞ୍ଚଳରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ

April 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତ ଜଣକ ହେଉଛନ୍ତି ବମିଖାଲର ଜନୈକ 35 ବର୍ଷୀୟ ଯୁବକ। ଏହି ଯୁବକ ଜଣକ ପୂର୍ବରୁ ବମିଖାଲରୁ ଚିହ୍ନଟ ହୋଇଥିବା 4 ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଏହି 55ନମ୍ବର ଆକ୍ରାନ୍ତ ଯୁବକଙ୍କୁ କିମ୍ସର କୋଭିଡ଼-19 ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ଏହି ଆକ୍ରାନ୍ତ ଜଣକ ବମିଖାଲର ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବାର ସୂଚନା ରହିଛି । ସେ ଚାରିଜଣ କୋଭିଡ୍‌ ପଜିଟିଭି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ । ସେ  7, 8, 22 ଓ 39 ନମ୍ବର ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ବୋଲି ସୂଚନା ରହିଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ କରୋନା ପଜିଟିଭ୍‌ 42କୁ ବୃଦ୍ଧି ହୋଇଛି ।

ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 55ରେ ପହଞ୍ଚିଛି।ଏହା ମଧ୍ୟରୁ 13 ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ପ୍ରାଣହାନି ଘଟିଛି।

ସେହିପରି 55 ଜଣ ଆକ୍ରାନ୍ତଙ୍କ ଗ୍ରସ୍ତ ସୂଚୀ ସମ୍ପର୍କରେ ମଧ୍ୟ ସୂଚନା ପ୍ରଦାନ କରିଛନ୍ତି ରାଜ୍ୟସରକାର । ଆକ୍ରାନ୍ତ ଜଣକ ମାର୍ଚ୍ଚ 22ରୁ ଏପ୍ରିଲ୍‌ 12 ଯାଏ ନିଜ ବମିଖାଲ ଘରେ ରହିଥିଲେ ।  ଜୟଦୁର୍ଗାନଗର ବେବିଲୋନ୍‌ ଆପାର୍ଟମେଣ୍ଟରେ ଘରେ ରହିଥିଲେ । କଣ୍ଟେନେମଣ୍ଟ ଜୋନ୍‌ ଥିବାରୁ ତାଙ୍କ ସାମ୍ପଲ୍‌ ନିଆଯାଇଥିଲା ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ବାଙ୍ଗାଲୋର ୟୁନିଭର୍ସିଟିରେ ପ୍ରଶିକ୍ଷଣ ନେଲେ ନୟାଗଡ଼ ଜିଲ୍ଲାର ୫ ପ୍ରଧାନ ଶିକ୍ଷକ

September 10, 2025

ସୁଭଦ୍ରା ଯୋଜନା ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କହିଲେ….

September 10, 2025

ବିହାରରେ ୪ ହଜାରରୁ ଉର୍ଦ୍ଧ୍ଵ କୋଟିର ୪-ଲେନ୍ ହାଇସ୍ପିଡ୍‌ କରିଡୋର ନିର୍ମାଣକୁ କ୍ୟାବିନେଟ୍‌ ଅନୁମୋଦନ

September 10, 2025

ସୋଆ ଯୁବ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ପୁସ୍ତକ ଆମନ୍ତ୍ରଣ

September 10, 2025
Latest News

ଆବୁଧାବିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ପ୍ରବାସୀ ଭାରତୀୟଙ୍କୁ କଲେ ସାକ୍ଷାତ, କହିଲେ….

September 10, 2025

ବାଙ୍ଗାଲୋର ୟୁନିଭର୍ସିଟିରେ ପ୍ରଶିକ୍ଷଣ ନେଲେ ନୟାଗଡ଼ ଜିଲ୍ଲାର ୫ ପ୍ରଧାନ ଶିକ୍ଷକ

September 10, 2025

ସୁଭଦ୍ରା ଯୋଜନା ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କହିଲେ….

September 10, 2025

ବିହାରରେ ୪ ହଜାରରୁ ଉର୍ଦ୍ଧ୍ଵ କୋଟିର ୪-ଲେନ୍ ହାଇସ୍ପିଡ୍‌ କରିଡୋର ନିର୍ମାଣକୁ କ୍ୟାବିନେଟ୍‌ ଅନୁମୋଦନ

September 10, 2025

ସୋଆ ଯୁବ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ପୁସ୍ତକ ଆମନ୍ତ୍ରଣ

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.