Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»4 ଆକ୍ରାନ୍ତଙ୍କ ସମ୍ପୂର୍ଣ୍ଣ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ
ଆଜିର ଖବର

4 ଆକ୍ରାନ୍ତଙ୍କ ସମ୍ପୂର୍ଣ୍ଣ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ

April 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 60 ଛୁଇଁଛି । ପୂର୍ବରୁ ଯାଜପୁରର ସଙ୍କ୍ରମିତଙ୍କ ଯାତ୍ରା ଇତିହାସ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିବା ବେଳେ ଅପରାହ୍ନରେ ଅନ୍ୟ 4 ଆକ୍ରାନ୍ତଙ୍କ ଯାତ୍ରା ଇତିହାସ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି । ଝାରପଡାର ଆକ୍ରାନ୍ତ ବା ଆକ୍ରାନ୍ତ ନମ୍ବର 60 ଜଣକ ବିଭିନ୍ନ ଜନଗହଳି ପୂର୍ଣ୍ଣ ସ୍ଥାନ ବୁଲିଛନ୍ତି । ପଳାଶୁଣି ଓ ରସୁଲଗଡ ହାଟ ବୁଲିଥିବା ସମ୍ପର୍କରେ ସରକାର ସୂଚନା ଦେଇଛନ୍ତି । ସେହିପରି ମାର୍ଚ୍ଚ 22ରୁ ଏପ୍ରିଲ୍‌ 13 ପର୍ଯ୍ୟନ୍ତ ନିଜର ନୀଳାଦ୍ରିନଗର ସ୍ଥିତ ଘରେ ରହିଥିବା ଜଣା ପଡିଛି । ଏହା ମଧ୍ୟରେ ସଉଦା ପାଇଁ ହାଟ ବଜାର ବୁଲିଥିବା ଜଣାପଡିଛି । ସାମ୍ପଲ ପଜିଟିଭ୍‌ ଆସିବା ପରେ ତାଙ୍କୁ କିମ୍ସ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସେହିପରି ବମିଖାଲର ତିନି ଆକ୍ରାନ୍ତ 57, 58 ଏବଂ 59 ରିଲାଏନ୍ସ ଫ୍ରେଶ୍‌ ଯାଇଥିଲେ । ମାର୍ଚ୍ଚ 22ରୁ ଏପ୍ରିଲ୍‌ 13 ପର୍ଯ୍ୟନ୍ତ ବେବିଲୋନ୍‌ ଆପାର୍ଟମେଣ୍ଟରେ ଅବସ୍ଥାନ କରିଥିଲେ । ଗଣେଷ ମଣ୍ଡପ ପରିବା ଦୋକାନ ଏବଂ ଓଭରବ୍ରିଜ୍‌ ନିକଟସ୍ଥ ରିଲାଏନ୍ସ ଫ୍ରେଶ୍‌ ଯାଇଥିବା ଜଣାପଡିଛି । ଏହି ତିନି ଆକ୍ରାନ୍ତ ଆକ୍ରାନ୍ତ ନମ୍ବର 7,8,22 ଏବଂ 39ଙ୍କ ସଂସ୍ପର୍ଶରେ ଆସିଥିଲେ ।

bbsr corona covid19 TopNews travelhistory
Share. Facebook Twitter LinkedIn Email WhatsApp Copy Link

Related Posts

“ଯଦି ଭାରତ ଏକ ହିନ୍ଦୁ ରାଷ୍ଟ୍ର ହୋଇଯାଏ…”: କାହାକୁ ଚେତାବନୀ ଦେଲେ ସିଦ୍ଧରମୈୟାଙ୍କ ପୁଅ?

August 6, 2026

ଆଶାରାମ ବାପୁଙ୍କୁ ଝଟକା: ଅନ୍ତରୀଣ ଜାମିନ୍ ପାଇଁ ମନା କଲେ ସୁପ୍ରିମକୋର୍ଟ

August 6, 2026

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026
Latest News

“ଯଦି ଭାରତ ଏକ ହିନ୍ଦୁ ରାଷ୍ଟ୍ର ହୋଇଯାଏ…”: କାହାକୁ ଚେତାବନୀ ଦେଲେ ସିଦ୍ଧରମୈୟାଙ୍କ ପୁଅ?

August 6, 2026

ଆଶାରାମ ବାପୁଙ୍କୁ ଝଟକା: ଅନ୍ତରୀଣ ଜାମିନ୍ ପାଇଁ ମନା କଲେ ସୁପ୍ରିମକୋର୍ଟ

August 6, 2026

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.