Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଭିନ୍ନ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ
ଆଞ୍ଚଳିକ

ବିଭିନ୍ନ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

April 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ : କୁଜଙ୍ଗ ବ୍ଳକର ଦୁଇଟି ସ୍ୱୟଂ ସହାୟିକା ଦଳ ଏବଂ ଜଗତସିଂହପୁର ଜିଲ୍ଲା ଚିଙ୍ଗୁଡ଼ି ଚାଷୀ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ବୁଧବାର ଅପରାହ୍ନରେ ବାସୁଦେବ ସ୍ୱୟଂ ସହାୟିକା ଦଳ ସଭାନେତ୍ରୀ ମନୋରମା ମହାପାତ୍ର ୨ ହଜାର ଟଙ୍କା ପ୍ରଦାନ କରିଥିଲେ । ସେହିପରିଭାବେ ପଙ୍କପାଳସ୍ଥିତ ଜଗତଜନନୀ ସ୍ୱୟଂ ସହାୟିକା ଦଳର ସଭାନେତ୍ରୀ ସୌଦାମିନୀ ଦାସ, ସମ୍ପାଦିକା ପ୍ରେମଲତା ଦାସ, ନର୍ମଦା ଷଡ଼ଙ୍ଗୀ, ଅନୁସୟା କର, ରିନାରାଣୀ ଦାସ, ମିନାରାଣୀ ଷଡ଼ଙ୍ଗୀ, ସ୍ୱପ୍ନା ଦାସ, ଲକ୍ଷ୍ମପ୍ରୀୟା ଦାସ. ମନୋରମା ଦାସ, ମଞ୍ଜୁଲତା ନାୟକ ପ୍ରମୁଖ ସ୍ଥାନୀୟ ଭାରପ୍ରାପ୍ତ ବିଡ଼ିଓ ପୂଜା ଲେଙ୍କାଙ୍କୁ ୨୦ ହଜାର ଟଙ୍କା ପ୍ରଦାନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ପଙ୍କପାଳ ପଂଚାୟତର ସମିତିସଭ୍ୟ ଅକ୍ଷୟ ସାହୁ ମହିଳା ଓ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ତନୁପ୍ରଭା ବେଉରା ପ୍ରମୁଖ ଉପସ୍ଥିତ ଥିଲେ । ସେହିପରିଭାବେ ଜଗତସିଂହପୁର ଜିଲ୍ଲା ଚିଙ୍ଗୁଡ଼ି ଚାଷୀ ସଙ୍ଘର ସଭାପତି ଯୁବ ସମାଜସେବୀ ବିଭୂରଞ୍ଜନ ଦଳାଇ ମଧ୍ୟ ୨୦ ହଜାର ଟଙ୍କା ବିଡ଼ିଓ ଶ୍ରୀମତୀ ଲେଙ୍କାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୱେଶ୍ୟରେ ପ୍ରଦାନ କରିଥିଲେ । ମହିଳା ଓ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ତନୁପ୍ରଭା ବେଉରା ଉପସ୍ଥିତ ଥିଲେ ।

cmrelieffund kujang
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026

ପୋଲିସ SI ସ୍କାମ : ୧୭ ଜଣଙ୍କ ଜାମିନ ଖାରଜ

May 23, 2026

ଭାଇଭଉଣୀଙ୍କୁ ହାଣିଲା ଯୁବକ

May 23, 2026

ଆଜି ମେ ୨୩ ତାରିଖ ଶନିବାରରେ ନଅଟି ରାଶି ପାଇଁ ରହିଛି ଭଲ ଦିନ, ଖୁସିରେ ରହିବେ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.