Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»13 ପ୍ରତିଶତ କୋଭିଡ୍‌-19 ରୋଗୀ ସୁସ୍ଥ ହୋଉଛନ୍ତି : ଲବ୍‌ ଅଗ୍ରଓ୍ବାଲ
ଆଜିର ଖବର

13 ପ୍ରତିଶତ କୋଭିଡ୍‌-19 ରୋଗୀ ସୁସ୍ଥ ହୋଉଛନ୍ତି : ଲବ୍‌ ଅଗ୍ରଓ୍ବାଲ

April 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ସଙ୍କ୍ରମଣକୁ ନେଇ ବିସ୍ତୃତ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ସଚିବ ଲବ୍‌ ଅଗ୍ରଓ୍ବାଲ । ଶୁକ୍ରବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 13837ରେ ପହଞ୍ଚିଛି । ବିଗତ 24 ଘଣ୍ଟା ମଧ୍ୟରେ 1007 ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା 1749 ଜଣ ରୋଗୀ ସୁସ୍ଥ ହୋଇଥିବା ବେଳେ 437 ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ବିଗତ 24 ଘଣ୍ଟା ମଧ୍ୟରେ 29ଟି ନୂତନ ମୃତ୍ୟୁ ହୋଇଥିବା ଜଣାପଡିଛି । ସେହିପରି କରୋନା ସଙ୍କ୍ରମଣ ହାର ହ୍ରାସ ପାଇଥିବା ନେଇ ମଧ୍ୟ ସୂଚନା ମିଳିଛି । 19ଟି ରାଜ୍ୟରେ କରୋନା ସଙ୍କ୍ରମଣ ଜାତୀୟ ସଙ୍କ୍ରମଣ ହାରଠାରୁ ନିମ୍ନରେ ରହିଛି । ଦେଶରେ ପ୍ରତି 6.2 ଦିନରେ ସଙ୍କ୍ରମଣ ଦ୍ବିଗୁଣିତ ହେଉଥିବା ବେଳେ 19ଟି ରାଜ୍ୟରେ ଏହା ତଳୁଆ ରହିବା ସନ୍ତୋଷ ଜନକ ବୋଲି ଲବ୍‌ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି । ଶୁକ୍ରବାର ସୁଦ୍ଧା ଭାରତରେ 13.06 ପ୍ରତିଶତ ରୋଗୀ ସୁସ୍ଥ ହୋଇଥିବା ଜଣାପଡିଛି । ଦେଶରେ ବର୍ତ୍ତମାନ ସୁଦ୍ଧା 1919ଟି କୋଭିଡ୍‌ -19 ହସ୍ପିଟାଲ ପ୍ରତିଷ୍ଠା କରାଯାଇଥିବା ବେଳେ 1ଲକ୍ଷ 73 ହଜାର ଆଇସୋଲେସନ୍‌ ଶଯ୍ୟାର ବ୍ୟବସ୍ଥା ରହିଛି ।

covid19 luvagrawal
Share. Facebook Twitter LinkedIn Email WhatsApp Copy Link

Related Posts

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

୯ ପୋଲିସକୁ ଫାଶୀ

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026
Latest News

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.