Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେଭିବେସ୍‌ରେ କରୋନା : 21 ଜଣ ନୌସେନା କର୍ମଚାରୀଙ୍କୁ କରୋନା ପଜିଟିଭ୍‌
ଆଜିର ଖବର

ନେଭିବେସ୍‌ରେ କରୋନା : 21 ଜଣ ନୌସେନା କର୍ମଚାରୀଙ୍କୁ କରୋନା ପଜିଟିଭ୍‌

April 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଦେଶର ପ୍ରଥମଥର ପାଇଁ ନେଭି ବେସ୍‌ରେ କରୋନା ଚିହ୍ନଟ କରାଯାଇଛି । ଗତ ସାତ ତାରିଖରେ ଆଇଏନ୍‌ଏସ୍‌ ଆଙ୍ଗ୍ରେର ଜଣେ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ତାଙ୍କ ସଂସ୍ପର୍ଶରେ ଆସିବା ପରେ ଅନ୍ୟମାନେ ସଂକ୍ରମିତ ହୋଇଥିବାର ସନ୍ଦେହ କରାଯାଉଛି। ଭାରତୀୟ ନୌସେନାରେ 25ରୁ ଅଧିକ କର୍ମୀଙ୍କ ନିକଟରେ କରୋନା ଟେଷ୍ଟ କରାଯାଇଥିବାବେଳେ 21 ଜଣଙ୍କ ନିକଟରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା । ପରେ ସମସ୍ତଙ୍କୁ ମୁମ୍ୱାଇର କୋଲାବାସ୍ଥିତ ଆଇଏନ୍‌ଏଚ୍‌ଏସ୍‌ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଜାହାଜ ଏବଂ ବୁଡ଼ାଜାହାଜରେ ନିୟୋଜିତ ଥିବା କର୍ମଚାରୀଙ୍କୁ ଏହି ସଂକ୍ରମଣ ବିସ୍ତାର କରିନଥିବା ସୂଚନା ରହିଛି। ସେହିପରି କୋଭିଡ୍‌ ଗାଇଡ୍‌ ଲାଇନ ଅନୁସାରେ ନୌସେନା ଅଧିକାରୀଙ୍କ ଯାତ୍ରା ବିବରଣୀ ଓ ସେ କାହା କାହା ସଂସ୍ପର୍ଶରେ ଆସିଥିଲେ ସେ ନେଇ ତନା ଘନା ଚାଲିଛି ।

ଭାରତରେ କରୋନା ସଂକ୍ରମଣର ସଂଖ୍ୟା ପ୍ରାୟ ଚଉଦହଜାର ଟପିଥିବାବେଳେ ଦେଶରେ କରୋନା କାରଣରୁ 480 ଜଣଙ୍କର ମୃତ୍ୟୁ ଘଟିଛି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026

୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ୱର୍ଣ୍ଣ: ଇତିହାସ ରଚିଲେ ମୀରାବାଇ ଚାନୁ 

July 26, 2026

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026
Latest News

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026

୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ୱର୍ଣ୍ଣ: ଇତିହାସ ରଚିଲେ ମୀରାବାଇ ଚାନୁ 

July 26, 2026

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026

୧୩ ଦିନ ପରେ ଆକ୍ରମଣ ବନ୍ଦ କଲା ଆମେରିକା!: ଜାଣନ୍ତୁ କାହିଁକି ଏଭଳି ନିଷ୍ପତ୍ତି ନେଲେ ଟ୍ରମ୍ଫ?

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.