Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂତନ କରୋନା ଆକ୍ରାନ୍ତଙ୍କ ସୂଚନା ଜାରି : ବାଲେଶ୍ବର ଜିଲ୍ଲାରୁ ପ୍ରଥମ ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ନୂତନ କରୋନା ଆକ୍ରାନ୍ତଙ୍କ ସୂଚନା ଜାରି : ବାଲେଶ୍ବର ଜିଲ୍ଲାରୁ ପ୍ରଥମ ପଜିଟିଭ୍‌ ଚିହ୍ନଟ

April 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ ଜଣେ ନୂତନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ଜଣକ ବାଲେଶ୍ବର ଜିଲ୍ଲାର ବୋଲି ସୂଚନା ମିଳିଛି । ତେବେ ଆକ୍ରାନ୍ତଙ୍କ ଯାତ୍ରା ଇତିହାସ ଏବଂ ଅନ୍ୟାନ୍ୟ ସୂଚନା ପ୍ରଦାନ କରାଯାଇନାହିଁ । ବାଲେଶ୍ବର ଜିଲ୍ଲାର ଏହି ପ୍ରଥମ କରୋନା ଆକ୍ରାନ୍ତ ଜଣକ 58 ବର୍ଷ ବୟସର ପୁରୁଷ ବୋଲି ଜଣାପଡିଛି । ତେବେ ଏହି ବ୍ୟକ୍ତିଙ୍କ ଯାତ୍ରା ଇତିହାସ ଏବଂ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ଉଲ୍ଲେଖଯୋଗ୍ୟ ଯେ, ନୂତନ ଆକ୍ରାନ୍ତକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା 61 ପହଞ୍ଚିଛି । 61 ଆକ୍ରାନ୍ତଙ୍କ ମଧ୍ୟରୁ 24 ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ଦେହାନ୍ତ ଘଟିଛି ।

balasore corona covid19 TopNews
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.