Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ଅପଡେଟ୍‌ : ବିଶ୍ବରେ 23 ଲକ୍ଷରୁ ଅଧିକ ଲୋକେ ସଂକ୍ରମିତ, ମୃତକଙ୍କ ସଂଖ୍ୟା ଏକ ଲକ୍ଷ 60 ହଜାର ଟପିଲା
ଅନ୍ତରାଷ୍ଟ୍ରୀୟ

କରୋନା ଅପଡେଟ୍‌ : ବିଶ୍ବରେ 23 ଲକ୍ଷରୁ ଅଧିକ ଲୋକେ ସଂକ୍ରମିତ, ମୃତକଙ୍କ ସଂଖ୍ୟା ଏକ ଲକ୍ଷ 60 ହଜାର ଟପିଲା

April 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :ଗତ ଡିସେସମ୍ବର ମାସରୁ ଚୀନରୁ ଆରମ୍ଭ ହୋଇଥିବା କରୋନା ଏବେ ସାରା ବିଶ୍ବରେ ଏହି ମହାମାରୀ କରୋନା ଆଜି ବିଶ୍ବର 210ଟି ଦେଶରେ ମୃତ୍ୟୁର ତାଣ୍ଡବ ରଚୁଥିବାବେଳେ ସାରା ବିଶ୍ବରେ 23 ଲକ୍ଷରୁ ଅଧିକ ଲୋକେ ଏହି ଭୟାନକ ଭାଇରସରେ ସଂକ୍ରମିତ ହୋଇଛନ୍ତି । ସେହିପରି ଏକ ଲକ୍ଷ 60 ହଜାରରୁ 757 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି 5 ଲକ୍ଷ 96 ହଜାରୁ 687ଜଣ ସୁସ୍ଥ ହୋଇଛନ୍ତି ।

ଏହି ମହାମାରୀ ଯୋଗୁଁ ଆମେରିକା ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛି । ଆମେରିକାରେ ଏହା ପ୍ରବଳ ଭାବରେ ବ୍ୟାପୁଛି । ଆମେରିକାର ନ୍ୟୁୟର୍କ ଏବେ ଏହାର କେନ୍ଦ୍ରସ୍ଥଳ ପାଲଟି ଯାଇଛି । ଆମେରିକାରେ ସଂକ୍ରମିତଙ୍କ ସଂଖ୍ୟା 738,830 ରହିଥିବାବେଳେ 39,014ଜଣଙ୍କର ମତ୍ୟୁ ହୋଇଛି । ସେହିପରି ସୁସ୍ଥ ହୋଇଛନ୍ତି 68,285ଜଣ । ଆମେରିକା ପଛକୁ ରହିଛି ଇଟାଲୀ । ଇଟାଲୀରେ 23,227ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 1,75,925ଟି ମାମଲା ସାମ୍ନାକୁ ଆସିଛି । ସେହିପରି ସ୍ପେନ୍‌ରେ 20,639ଙ୍କର ମୃତ୍ୟୁ ହୋଇଥିବାବେଳେ ଫ୍ରାନ୍ସରେ 19,323ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଛି । ସେହିପରି ବ୍ରିବେଟ୍‌ନ୍‌ରେ 15 ହଜାରୁର ଅଧିକ ଲୋକେ ଏହି ରୋଗରେ ମୃତ୍ୟୁବରଣ କରିଛନ୍ତି । କରୋନା ଭାଇରସ୍‌ ଯୋଗୁଁ ୟୁରୋପରେ ମୃତକଙ୍କ ସଂଖ୍ୟା ଏକ ଲକ୍ଷ ପାର୍‌ କରିଛି ।

corona
Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026
Latest News

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.