Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁରରୁ ଦେଶୀ ମଦ ଏବଂ ଅସ୍ତ୍ରଶସ୍ତ୍ର ସହିତ ଯୁବକ ଗିରଫ
ଅପରାଧ

ବାଣପୁରରୁ ଦେଶୀ ମଦ ଏବଂ ଅସ୍ତ୍ରଶସ୍ତ୍ର ସହିତ ଯୁବକ ଗିରଫ

April 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ବାଣପୁର ଅନ୍ତର୍ଗତ ଝିଣ୍ଟିକାପଲ୍ଲୀ ଗ୍ରାମରେ ଦେଶୀ ମଦ ଏବଂ ଅସ୍ତ୍ର ଶସ୍ତ୍ର ସହିତ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଝିଣ୍ଟିକାପଲ୍ଲୀ ଗ୍ରାମର ଗଙ୍ଗାଧର ପରିଡାଙ୍କୁ ପୋଲିସ୍‌ ଗିରଫ କରିବା ସହିତ ୪୦ ଲିଟର ଦେଶୀ ମଦ ଜବତ କରିଛି। ଲକ୍‌ଡାଉନ୍‌ ସମୟରେ ଦେଶୀ ଚୋରାମଦ ବ୍ୟବସାୟକୁ ରୋକିବାରେ ବାଣପୁର ପୋଲିସକୁ ବଡ ସଫଳତା ମିଳିଛି। ଏହା ସହିତ ଗଙ୍ଗାଧରଙ୍କ ଘର ଉପରେ ଚଢାଉ କରି ପୋଲିସ୍‌ ଏକ ଦେଶୀ ବନ୍ଧୁକ ଏବଂ ବୋମା ଜବତ କରିଥିଲା। ଏକ ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇ ବାଣପୁର ପୋଲିସ୍‌ ଚଢାଉ କରି ୪୦ ଲିଟର ଦେଶୀ ମଦ ସହିତ ଅରବିନ୍ଦଙ୍କୁ ଗିରଫ କରିଥିଲା। ପରବର୍ତ୍ତୀ ସମୟରେ ଅରବିନ୍ଦଙ୍କ ଘର ଉପରେ ଚଢାଉ କରି ଗୋଟିଏ ଦେଶୀ ବନ୍ଧୁକ, ଗୁଳି ତିଆରି ବାରୁଦ ଏବଂ ବୋମା ତିଆରି କରିବା ସାମଗ୍ରୀ ଜବତ କରିଥିଲା ପୋଲିସ୍‌। ବାଣପୁର ପୋଲିସ୍‌ ପକ୍ଷରୁ ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକଙ୍କ ନେତୃତ୍ବରେ, ଏସ୍‌ଆଇ ଦିଗ୍‌ବିଜୟ ବିଶ୍ବାଳ, ଏସ୍‌ଆଇ ପି କେ ଜେନା, ଏସ୍‌ଆଇ ବି କେ ପଟ୍ଟନାୟକ, ଏସ୍‌ଆଇ ଶ୍ରୀନିବାସ ପ୍ରଧାନ, ଓଏପିଏଫ୍‌ ଏ କେ କହଁର, ଓଏପିଏଫ୍‌ ରମେଶ ଚନ୍ଦ୍ର ପ୍ରଧାନ, ଗୃହରକ୍ଷୀ ନିହାର ରଞ୍ଜନ ଜେନା, ସତ୍ୟ ନାରାୟଣ ମିଶ୍ର ଏବଂ ସୁଲୋଚନା ବେହେରାଙ୍କ ଟିମ୍‌ ଏହି ଚଢାଉରେ ଅଂଶଗ୍ରହଣ କରିଥିଲେ।

arrested BANAPUR
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026

୧୦ ବର୍ଷ ଜେଲଦଣ୍ଡ ଏବଂ ୧ କୋଟି ଟଙ୍କା ଜରିମାନା!: ପେପର ଲିକ୍ ବିରୋଧରେ ସରକାରଙ୍କ ଯୋଜନା କ’ଣ?

July 24, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ସହିଦ

July 22, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.