Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ 5 କରୋନା ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ରାଜ୍ୟରେ ଆଉ 5 କରୋନା ପଜିଟିଭ୍‌ ଚିହ୍ନଟ

April 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 5 ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରୁ ସୂଚନା ମିଳିଛି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 79ରେ ପହଞ୍ଚିଛି। ଗତକାଲି ପର୍ଯ୍ୟନ୍ତ ଏହି ସଂଖ୍ୟା 74 ଥିବାବେଳେ ଆଜି 5 ଜଣଙ୍କର ଚିହ୍ନଟ ହୋଇଛି । ଏହି ସମସ୍ତ ବାଲେଶ୍ବରର ଜିଲ୍ଲାର ବୋଲି ଜଣାପଡିଛି।  ଗତକାଲି ରାଜ୍ୟରେ ମୋଟ 13 ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ସଂଖ୍ୟା ବଢିବାରେ ଲାଗିଛି। ଏବେ ରାଜ୍ୟରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 53 ରହିଥିବାବେଳେ ଆରୋଗ୍ୟ ହୋଇଛନ୍ତି 25ଜଣ ଓ ଜଣକର ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଏହା ଏବେ ଚିନ୍ତାର ବିଷୟ ପାଲଟିଛି।

corona possitive Odisha
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Latest News

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.