Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ-19 ସମ୍ପର୍କରେ ଅଧିକ ସୂଚନା ପାଇଁ ଓଡ଼ିଶା ସରକାରଙ୍କ ତରଫରୁ ହ୍ବାଟସ୍‌ଆପ୍‌ ନମ୍ବର ଜାରି
ଆଜିର ଖବର

କୋଭିଡ-19 ସମ୍ପର୍କରେ ଅଧିକ ସୂଚନା ପାଇଁ ଓଡ଼ିଶା ସରକାରଙ୍କ ତରଫରୁ ହ୍ବାଟସ୍‌ଆପ୍‌ ନମ୍ବର ଜାରି

April 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟବାସୀଙ୍କୁ କୋଭିଡ-19 ସମ୍ପର୍କରେ ଅଧିକ ସୂଚନା ପ୍ରଦାନ କରିବା ପାଇଁଓଡ଼ିଶା ସରକାର ହ୍ବାଟସ୍‌ଆପ୍‌ ଇନ୍ଫୋ ଡେସ୍କର ଶୁଭାରମ୍ଭ କରିଛି । ଏହି ହ୍ବାଟସ୍‌ଆପ୍‌ ଗ୍ରୁପ୍‌ ସୃଷ୍ଟି କରି ରାଜ୍ୟବାସୀଙ୍କ କରୋନା ତଥ୍ୟ ପହଞ୍ଚାଇବାକୁ ଉଦ୍ୟମ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ହ୍ବାଟସ୍‌ଆପ୍‌ ଗ୍ରୁପ୍‌ର ଶୁଭାରମ୍ଭ କରାଯାଇଛି । Bit.ly/OGC Covid ହ୍ବାଟସ୍‌ଆପର ନମ୍ବର – 9337929000 ରହିଛି । ହ୍ବାଟସ୍‌ଆପ୍‌ରେ ପ୍ରଥମେ ହାଏ ଲେଖି ପଠାଇ ଦେଲେ ପହଞ୍ଚିଯିବ ସୂଚନା । ହେଲ୍ପ ଡେସ୍କ ଶୁଭାରମ୍ଭ ନେଇ ଟ୍ବିଟର୍‌ ଯୋଗେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

inodisha
Share. Facebook Twitter LinkedIn Email WhatsApp Copy Link

Related Posts

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026
Latest News

“ଆରଏସଏସକୁ ବ୍ୟାନ୍ କର”: USCIRFର ମୁଖ୍ୟଙ୍କ ବଡ଼ ଦାବି

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.