Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କଟକର ୧୪ଟି ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ସରପଞ୍ଚଙ୍କ ଶପଥପାଠ
ଆଞ୍ଚଳିକ

କଟକର ୧୪ଟି ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ସରପଞ୍ଚଙ୍କ ଶପଥପାଠ

April 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚନ୍ଦ୍ରକାନ୍ତି ବୌଦ୍ଧ

ନରସିଂହପୁର: କରୋନା ପାଇଁ ଶପଥ ନେଇଛନ୍ତି ସରପଞ୍ଚ। କଟକ ଜିଲ୍ଲା ଅଧିନରେ ଥିବା ୧୪ ଗୋଟି ବ୍ଲକର ଭିସି ହଲରେ ଶପଥପାଠ କରିଛନ୍ତି ସମସ୍ତ ସରପଞ୍ଚ। ଆଠଗଡ ବ୍ଲକ ଭିସି ହଲରେ ଆଜି ଆଠଗଡ ବିଡିଓ ଆଠଗଠ ବ୍ଲକ ଚେୟାରମ୍ୟାନ ଓ ଆଠଗଡ ବ୍ଲକର ସମସ୍ତ ସରପଞ୍ଚ ମାନେ ଉପସ୍ଥିତ ରହିଥିଲେ। ସେହିପରି ତିଗିରିଆ ବଡ଼ମ୍ବା ନରସିଂହପୁର ରେ ବ୍ଲକ ସମ୍ମିଳନୀ କକ୍ଷରେ ବିଡ଼ିଓ, ଚେୟାରମ୍ୟାନ ସରପଞ୍ଚମାନେ ଉପସ୍ଥିତ ଥିଲେ। ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂରେ ସରପଞ୍ଚମାନଙ୍କୁ ଶପଥ ପାଠ କରାଇଛନ୍ତି। ନିଜ ପଞ୍ଚାୟତକୁ କରୋନାକୁ ମୁକ୍ତ ରଖିବାକୁ ପରାମର୍ଶ ଦିଆଯାଇଛି। ସେମାନେ ଶପଥ ପାଠ କରିଛନ୍ତି ଯେ ଅନ୍ୟ ରାଜ୍ୟରୁ ଗାଁକୁ ଆସିଥିବା ଲୋକଙ୍କୁ କ୍ୱାରେଣ୍ଟାଇନରେ ରଖିବେ। ସେମାନଙ୍କ ରହିବା, ଖାଇବା, ଚିକିତ୍ସାର ଉଚିତ ବ୍ୟବସ୍ଥା କରିବେ। ସରକାରଙ୍କ ସବୁ ପଦକ୍ଷେପକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଲୋକଙ୍କ ମଙ୍ଗଳ ପାଇଁ ନିଷ୍ଠାର ସହ ଏହାସୁବ ପାଳନ ହେବ। ମୋ ପଞ୍ଚାୟତରେ କରୋନାକୁ ପଶିବାକୁ ଦେବି ନାହିଁ ବୋଲି ସରପଞ୍ଚମାନେ ଶପଥ କରିଛନ୍ତି। ଏବଂ ସରପଞ୍ଚ ମାନେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହିତ କୋରୋନାକୁ ହରାଇ ଓଡିଶା କୁ ହସାଇବା ସହିତ ପଞ୍ଚାୟତକୁ ହସାଇବେ ବୋଲି ପ୍ରକାଶ କରିଛନ୍ତି।

କରୋନା ନରସିଂହପୁର ସରପଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.