Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଟୋବର 15 ତାରିଖ ପର୍ଯ୍ୟନ୍ତ ହୋଟେଲ ରେଷ୍ଟୁରାଣ୍ଟ ବନ୍ଦ ରହିବା ଖବର ଏକ ଗୁଜବ, ପର୍ଯ୍ୟଟନ ବିଭାଗ
ଆଜିର ଖବର

ଅକ୍ଟୋବର 15 ତାରିଖ ପର୍ଯ୍ୟନ୍ତ ହୋଟେଲ ରେଷ୍ଟୁରାଣ୍ଟ ବନ୍ଦ ରହିବା ଖବର ଏକ ଗୁଜବ, ପର୍ଯ୍ୟଟନ ବିଭାଗ

April 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

 ନୂଆଦିଲ୍ଲୀ, ଅକ୍ଟୋବର 15 ତାରିଖ ପର୍ଯ୍ୟନ୍ତ କରୋନା ଭୂତାଣୁ ସଂକ୍ରମଣ ଯୋଗୁ କୌଣସି ହୋଟେଲ ଓ ରେଷ୍ଟୁରାଣ୍ଟ ଖୋଲିବ ନାହିଁ ବୋଲି ଏକ ଗୁଜବ। ଏହା ସ୍ପଷ୍ଟ କରିଛି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ। ମନ୍ତ୍ରଣାଳୟ ନାଁରେ ଏ ସଂକ୍ରାନ୍ତରେ ଖବର ସାମାଜିକ ଗଣମାଧ୍ୟମରେ ପ୍ରକାଶ ପାଇଥିବାରୁ ଏହା ସମଗ୍ର ପର୍ଯ୍ୟଟନ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଏପରି କୌଣସି ଚିଠି ଜାରି କରାଯାଇ ନାହିଁ ବୋଲି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ସ୍ପଷ୍ଟ କରିବା ସହ ଲୋକମାନେ ଏଭଳି  ମିଥ୍ୟା ଖବରକୁ ବିଶ୍ୱାସ ନ କରିବାକୁ କୁହାଯାଇଛି ।

ପର୍ଯ୍ୟଟନ ମନ୍ତ୍ରଣାଳୟ ଏ ସଂକ୍ରାନ୍ତରେ ସାମାଜିକ ଗଣମାଧ୍ୟମରେ ସ୍ପଷ୍ଟୀକରଣ ଦେବା ସହ ମୁମ୍ବାଇ  ପୁଲିସର ସାଇବର ଅପରାଧ ଶାଖାରେ ଅଭିଯୋଗ ଦାଖଲ ମଧ୍ୟ କରିଛି । ପତ୍ର ସୂଚନା କାର୍ଯ୍ୟାଳୟର ଫାକ୍ଟ ଚେକ ୟୁନିଟ ମଧ୍ୟ କିଛି ଦିନ ପୂର୍ବେ ଏ ଖବର ସତ ନୁହେଁ ବୋଲି ଜଣାଇବା ସତ୍ତ୍ୱେ ବିଭିନ୍ନ ସ୍ଥାନରେ ମିଥ୍ୟା ଅପପ୍ରଚାର କରାଯାଉଛି । ପିଆଇବି ଫାକ୍ଟ ଚେକ ୟୁନିଟ ଏପରି ଖବର ମିଥ୍ୟା ବୋଲି ପୁନଃ ସ୍ପଷ୍ଟୀକରଣ ଦେଇଛି । ଏହି ଦୃଷ୍ଟିରୁ ଏଭଳି ଖବରକୁ ବିଶ୍ୱାସକୁ ନନେଇ କେବଳ ସରକାରୀ ଭାବେ ଦିଆଯାଇଥିବା ସୂଚନାକୁ ବିଶ୍ୱାସ କରିବାକୁ ଅନୁରୋଧ କରାଯାଇଛି ।

IndiaTourism IndiaTourismLockdown
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

September 11, 2026

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜଶାସ୍ତ୍ର ବିଭାଗର ପ୍ରବେଶୋତ୍ସବ ଅନୁଷ୍ଠିତ

September 11, 2026

ବ୍ରିକ୍ସ ସମ୍ମିଳନୀ ଅବସରରେ ଷୋଡ଼ଶ ରୁଷ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 11, 2026
Latest News

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

September 11, 2026

ପଞ୍ଚାୟତ-ପୌର ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି, ଅକ୍ଟୋବର ୨୬ରୁ ସର୍ଭେ

September 11, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜଶାସ୍ତ୍ର ବିଭାଗର ପ୍ରବେଶୋତ୍ସବ ଅନୁଷ୍ଠିତ

September 11, 2026

ବ୍ରିକ୍ସ ସମ୍ମିଳନୀ ଅବସରରେ ଷୋଡ଼ଶ ରୁଷ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 11, 2026

ଟଙ୍କା ଫେରସ୍ତ ହେବା ସତ୍ତ୍ୱେ ବିଜୟ ମାଲ୍ୟାଙ୍କ ମାମଲା ବନ୍ଦ ହେବ ନାହିଁ?: କୋର୍ଟରେ ଇଡି ର ଗୁହାରୀ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.