Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନାର ସଂକ୍ରମଣ ଦୀର୍ଘଦିନ ଜାରି ରହିବ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ
ଅନ୍ତରାଷ୍ଟ୍ରୀୟ

କରୋନାର ସଂକ୍ରମଣ ଦୀର୍ଘଦିନ ଜାରି ରହିବ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

April 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜେନେଭା: ମହାମାରୀ କରୋନା ଭାଇରସର ସଂକ୍ରମଣ କମିଲେ ମଧ୍ୟ ବିଶ୍ୱରେ ଏହା ଅନେକ ଦିନ ଧରି ଆମ ସହ ରହିବ ବୋଲି କହିଛନ୍ତି ଡବ୍ଲୁଏଚ୍‌ଓର ମୁଖ୍ୟ ଟେଡ୍ରୋସ ଆଧାନୋମ ଘେବ୍ରେୟେସୁ ।  ତେଣୁ କେହି ବି କିଛି ଭୁଲ କରନ୍ତୁ ନାହିଁ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ସବୁ ରାଷ୍ଟ୍ରକୁ ସତର୍କ କରାଯାଇଛି। କରୋନା ଯୋଗୁ ସମଗ୍ର ବିଶ୍ୱରେ ଲକଡାଉନ ଜାରି କରାଯାଇଛି। ଏହାଦ୍ୱାରା ଅର୍ଥନୀତି ଠାରୁ ଆରମ୍ଭ କରି ସାଧାରଣ ଜନଜୀବନ ଗଭୀର ଭାବେ ପ୍ରଭାବିତ ହୋଇଛି। କିଛି ରାଷ୍ଟ୍ର ଏହାକୁ ଦୃଷ୍ଟିରେ ରଖି ଲକଡାଉନ ନିୟମ କୋହଳ କରିବାକୁ ଚିନ୍ତା କରୁଛନ୍ତି। ଏସବୁ ଭିତରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କରୋନା କେତେ ଭୟଙ୍କର ହୋଇପାରେ, ସେ ବିଷୟରେ ସମସ୍ତଙ୍କୁ ସତର୍କ କରାଇଛି।

ଏବେବି ଅନେକ ଦେଶରେ ସଂକ୍ରମଣ ପ୍ରାରମ୍ଭିକ ପର୍ଯ୍ୟାୟରେ ଅଛି । କେତେକ ଦେଶରେ ସଂକ୍ରମଣ ହ୍ରାସ ପରେ ବି ପୁଣି ଦେଖାଦେଉଛି । ଆମେରିକା, ୟୁରୋପ ଓ ଆଫ୍ରିକାରେ ସଂକ୍ରମଣ ବୃଦ୍ଧି ପାଉଛି ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟସଙ୍ଗଠନ ମୁଖ୍ୟ । ଦ୍ରୁତ ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଡବ୍ଲୁଏଚ୍‌ଓ ମୁଖ୍ୟ । ତେଣୁ କେହି ବି ଭୁଲ କରନ୍ତୁ ନାହିଁ। ଆମକୁ ବହୁ ଦିନ ଯାଏ ଏହି ଲଢ଼େଇକୁ ଜାରି ରଖିବାକୁ ପଡ଼ିବ ବୋଲି ସେ ସମସ୍ତଙ୍କୁ ସତର୍କ କରାଇ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପେଟ୍ରୋଲ ପରେ ମହଙ୍ଗା ହେଲା ଶିଳ୍ପ ଡିଜେଲ: ପ୍ରତି ଲିଟର ପ୍ରାୟ ୨୨ ଟଙ୍କାକୁ ବୃଦ୍ଧି

March 20, 2026

ଘୋଷଣା ହେଲା ଟିମ୍ ଇଣ୍ଡିଆର ପରବର୍ତ୍ତୀ ସିରିଜ: ଜାଣନ୍ତୁ କେବେ?

March 20, 2026

ଯାହା ଆଶଙ୍କା ଥିଲା, ତାହା ହେଲା: ଶେଷରେ ବଢିଲା ପେଟ୍ରୋଲ ଦର

March 20, 2026

୨୦୨୬ ଆଇପିଏଲ ରୁ ବାଦ ପଡିଲେ ୭ ଖେଳାଳି: ଜାଣନ୍ତୁ କିଏ?

March 20, 2026
Latest News

ପେଟ୍ରୋଲ ପରେ ମହଙ୍ଗା ହେଲା ଶିଳ୍ପ ଡିଜେଲ: ପ୍ରତି ଲିଟର ପ୍ରାୟ ୨୨ ଟଙ୍କାକୁ ବୃଦ୍ଧି

March 20, 2026

ଘୋଷଣା ହେଲା ଟିମ୍ ଇଣ୍ଡିଆର ପରବର୍ତ୍ତୀ ସିରିଜ: ଜାଣନ୍ତୁ କେବେ?

March 20, 2026

ପଖାଳ ପ୍ରେମରେ ସାରା ପୃଥିବୀ, ଆମ ସଂସ୍କୃତି ବିଶ୍ୱର ପ୍ରତ୍ୟେକ କୋଣରେ ପହଁଚୁଛି: ମୁଖ୍ୟମନ୍ତ୍ରୀ

March 20, 2026

ଯାହା ଆଶଙ୍କା ଥିଲା, ତାହା ହେଲା: ଶେଷରେ ବଢିଲା ପେଟ୍ରୋଲ ଦର

March 20, 2026

୨୦୨୬ ଆଇପିଏଲ ରୁ ବାଦ ପଡିଲେ ୭ ଖେଳାଳି: ଜାଣନ୍ତୁ କିଏ?

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.