Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ଜହାଙ୍ଗିରୀପୁରୀର ଗୋଟିଏ ଗଳିରୁ 46ଜଣ କରୋନା ସଂକ୍ରମିତ ଚିହ୍ନଟ
ଆଜିର ଖବର

ଦିଲ୍ଲୀ ଜହାଙ୍ଗିରୀପୁରୀର ଗୋଟିଏ ଗଳିରୁ 46ଜଣ କରୋନା ସଂକ୍ରମିତ ଚିହ୍ନଟ

April 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀର ଜାହାଙ୍ଗିରପୁରୀ ଅଞ୍ଚଳର ଏକ ଗଳିରୁ 46 ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହି ଅଞ୍ଚଳର ଏଚ୍‌ ବ୍ଲକର ଗଳିରୁ ଏହି ସମସ୍ତ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଚ୍‌ ବ୍ଲକର ତିନୋଟି ଗଳିକୁ ଅପ୍ରେଲ୍‌ 14 ତାରିଖରେ ସିଲ୍‌ କରାଯାଇଥିଲା । ଏହି 46ଜଣଙ୍କୁ ନରେଲାର କ୍ବାରେଣ୍ଟିନ୍‌ ସେଣ୍ଟରକୁ ନିଆଯାଇଛି ।

ଜାହାଙ୍ଗିରୀପୁରୀଠାରୁ ଏହା ତୃତୀୟ ବୃହତ୍ତ କରୋନା ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି । ଏହା ପୂର୍ବରୁ ଜାହାଙ୍ଗିରୀପୁରୀର ସି ବ୍ଲକରୁ 31ଟି ମାମଲା ଆସିଥିଲା । ସେହିପରି ଜାହାଙ୍ଗିରୀପୁରୀ ଥାନା ଅଞ୍ଚଳରେ ଜଣେ ପୋଲିସ ଏସ୍‌ଆଇ, ତାଙ୍କ ପତ୍ନୀ ଓ 7 ପୋଲିସ୍‌ କର୍ମୀଙ୍କୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ଜହାଙ୍ଗିରୀପୁରୀରେ ଅଲଗା ଅଲଗା ଅଞ୍ଚଳରେ 89ଟି ମାମଲା ସାମ୍ନାକୁ ଆସିଛି ।

ସେହିପରି ବୁଧବାର ଦିନ ଜାମା ମସ୍‌ଜିଦ୍‌ ଅଞ୍ଚଳରୁ ଜଣେ ପରିବାରର 11 ଜଣ କରୋନାରେ ସଂକ୍ରମିତ ହୋଇଥିବାର ସୂଚନା ରହିଥିଲା । ଏହି ପରିବାରର ଜଣେ ସଦସ୍ୟ ବିଦେଶରୁ ଫେରିଥିଲେ । ଏହାପରେ ପରିବାରର ସମସ୍ତଙ୍କୁ ସଂକ୍ରମିତ ହୋଇଥିଲା । ଟେଷ୍ଟ ପରେ ପରିବାରର 18 ଜଣ ସଦସ୍ୟଙ୍କ ମଧ୍ୟରୁ 11ଜଣଙ୍କ ଠାରେ କରୋନା ଚିହ୍ନଟ ହୋଇଥିଲା ।  ସୂଚନାଯୋଗ୍ୟ, ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା 2,248 ରହିଥିବାବେଳେ ମୃତ୍ୟୁ ସଂଖ୍ୟା 48କୁ ବୃଦ୍ଧି ପାଇଛି । (ଏଜେନ୍ସି)

 

delhi
Share. Facebook Twitter LinkedIn Email WhatsApp Copy Link

Related Posts

ବୁଣାକାରଙ୍କ ପାଇଁ ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର: ଉଦଘାଟନ କଲେ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ

February 5, 2026

ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ

February 5, 2026

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026
Latest News

ବୁଣାକାରଙ୍କ ପାଇଁ ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର: ଉଦଘାଟନ କଲେ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ

February 5, 2026

ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ

February 5, 2026

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.