Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁକାଶ୍ମୀରରେ ଏନକାଉଣ୍ଟର : ତିନି ଆତଙ୍କବାଦୀ ନିହତ
ଆଜିର ଖବର

ଜମ୍ମୁକାଶ୍ମୀରରେ ଏନକାଉଣ୍ଟର : ତିନି ଆତଙ୍କବାଦୀ ନିହତ

April 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁଲଓ୍ବାମା : ଜମ୍ମୁ କଶ୍ମୀରରେ ଆଜି ସକାଳୁ ଫୁଲଓ୍ବାମା ଅବନ୍ତୀପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସେନାର ଯବାନଙ୍କ ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀମାନେ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଥିବା ନେଇ ସୂଚନା ମିଳିବା ପରେ ସୁରକ୍ଷା ବାହିନୀର ଯବାନମାନେ ଘଟଣାସ୍ଥଳକୁ ପହଞ୍ଚିଥିଲେ। ସୁରକ୍ଷାବାହିନୀଙ୍କୁ ଦେଖି ପ୍ରଥମେ ଆତଙ୍କବାଦୀମାନେ ଗୁଳିକରିଥିଲେ। ଏହାର କଡ଼ା ଜବାବ ଦେଇଥିଲେ ଯବାନମାନେ। ଏହି ଗୁଳି ବିନିମୟରେ 2 ଜଣ ଆତଙ୍କବାସୀଙ୍କ ସମେତ ତାଙ୍କର ଜଣେ ସହଯୋଗୀଙ୍କ ମୃତ୍ୟୁ ଘଟିଥିଲା । ଘଟଣାସ୍ଥଳରୁ ବନ୍ଧୁକ ଓ ମାରଣାସ୍ତ୍ର ଜବତ ହୋଇଛି।ତେବେ ମୃତ ଆତଙ୍କବାଦୀମାନଙ୍କ ପରିଚୟ ମିଳିପାରି ନାହିଁ।

encounter
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମୀ ଯୁଗଳଙ୍କୁ ଫାଶୀଦଣ୍ଡ

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026
Latest News

ଓଡ଼ିଶାରୁ ବିଦାୟ ନେଲେ ବିଦାୟୀ ରାଜ୍ୟପାଳ

October 16, 2026

ପ୍ରେମୀ ଯୁଗଳଙ୍କୁ ଫାଶୀଦଣ୍ଡ

October 16, 2026

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.