Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଭିନ୍ନ ଜିଲ୍ଲାରେ ଖାେଲିବ 140ଟି ଢାବା ଓ 223ଟି ଗାଡି ମରାମତି ଦୋକାନ
ଆଜିର ଖବର

ବିଭିନ୍ନ ଜିଲ୍ଲାରେ ଖାେଲିବ 140ଟି ଢାବା ଓ 223ଟି ଗାଡି ମରାମତି ଦୋକାନ

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ମହାମାରୀ ଯୋଗୁଁ ସାରା ଦେଶରେ ଲକ୍‌ ଡାଉନ ଜାରି ରହିଛି। ଲକ୍ ଡାଉନ୍‌ ସମୟରେ ମାଲ୍‌ ପରିବହନ ପାଇଁ ଟ୍ରକ୍‌ ଚଳାଚଳ ହେଉଛି। କିନ୍ତୁ ସେମାନେ ଖାଇବା ପାଇଁ ହଇରାଣ ହରକତ ହେଉଛି। ବିଭିନ୍ନ ହୋଟେଲ୍‌ ଓ ଢାବା ଓ ମରାମତି ଦୋକାନ ବନ୍ଦ ରହୁଥିବାରୁ ସେମାନେ ଯିବା ଆସିବା କରିବା ସମୟରେ ହଇରାଣ ହେଉଛନ୍ତି। ଟ୍ରକ୍‌ ଚାଳକଙ୍କ ପାଇଁ ବିଭିନ୍ନ ସ୍ଥାନରେ ଗ୍ୟାରେଜ୍‌ ଓ ଢାବା ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି।

ଲକ୍ ଡାଉନ୍‌ ଯୋଗୁଁ ହଇରାଣ ହେଉଥିବା ଟ୍ରକ୍‌ ଚାଳକଙ୍କ ପାଇଁ ଆଶ୍ବସ୍ତି। ବିଭିନ୍ନ ସ୍ଥାନରେ ଖୋଲିବ ଅନୁମତିପ୍ରାପ୍ତ ଢାବା ଓ ଗାଡି ମରାମତି ଦୋକାନ। ବିଭିନ୍ନ ଜିଲ୍ଲାରେ 140 ଢାବା ଓ 223 ମରାମତି ଦୋକାନ ଖୋଲିବ। ରାସ୍ତା କଡରେ ଅଟକୁଥିବା ଟ୍ରକ୍‌ ଚାଳକଙ୍କ ସୁବିଧା ପାଇଁ ବ୍ୟବସ୍ଥା କରାଯାଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Latest News

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.