Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆପଡାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲା ଆର୍ଟ ଅଫ୍‌ ଲିଭିଂ ଫାଉଣ୍ଡେସନ୍‌
ଆଞ୍ଚଳିକ

ବେଗୁନିଆପଡାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲା ଆର୍ଟ ଅଫ୍‌ ଲିଭିଂ ଫାଉଣ୍ଡେସନ୍‌

April 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହରପ୍ରସାଦ ବିଷୋୟୀ
ବେଗୁନିଆପଡା: କରୋନା ମହାମାରୀ ପାଇଁ ଯୋଦ୍ଧା ସାଜିଥିବା ବେଗୁନିଆପଡା ବ୍ଲକର ଯୋଦ୍ଧାଙ୍କୁ ଆର୍ଟ ଅଫ୍‌ ଲିଭିଂ ଫାଉଣ୍ଡେସନ୍‌ ତରଫରୁ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଛି । କରୋନା ଭୁତାଣୁ ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ସରକାରଙ୍କ ପକ୍ଷରୁ ନିଆ ଯାଇଥିବା ପଦକ୍ଷେପକୁ କାର୍ଯ୍ୟକାରୀ କରିବାରେ ଏହି କରୋନା ଯୋଦ୍ଧା ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି । କୋଦଳା ତହସିଲଦାର ପ୍ରଭାତ କୁମାର ପରିଡ଼ା, ଥାନା ଅଧିକାରୀ ଦେବାଶିଷ ମହାନ୍ତି, ବେଗୁନିଆପଡା ଥାନା ଅଧିକାରୀ ଦିପ୍ତୀରଂଜନ ବେହେରା, ବ୍ଲକ୍‌ର ସମସ୍ତ ଡାକ୍ତର, ସମସ୍ତ ପ୍ରଶାସନିକ ଅଧିକାରୀ, ସ୍ୱାସ୍ଥ୍ୟ କର୍ମୀ, ପୋଲିସ ଅଧିକାରୀ ଓ ସାମ୍ବାଦିକଙ୍କ କାର୍ଯ୍ୟ ଯୋଗୁଁ ବେଗୁନିଆପଡା ବ୍ଲକ କରୋନା ସଂକ୍ରମଣରୁ ମୁକ୍ତି ପାଇଛି ।

ଆର୍ଟ ଅଫ୍‌ ଲିଭିଂ ଫାଉଣ୍ଡେସନ୍‌ର ସଦସ୍ୟ ଦେବାଶିଷ ମହାରଣା, ଲିପୁନ ଦୋରା, ଶଙ୍କର ନାହାକ, ସନ୍ତୋଷିନୀ ମହାରଣା, ମାମା ନାହାକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରିଥିଲେ ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଏନଏସି ଇଓଙ୍କୁ ୫ ଲକ୍ଷର କ୍ଷତିପୂରଣ ନୋଟିସ ପଠାଇଲେ ଆଇନଜୀବୀ

August 18, 2025

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ରତିଘରେ ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ

August 15, 2025

ଚିଲିକା ଅଞ୍ଚଳରୁ ୨୨୭ ଲିଟର ଦେଶୀମଦ ଜବତ,୩ ଗିରଫ

August 14, 2025

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟରେ ଗଙ୍ଗାଧର ମେହେର ଜୟନ୍ତୀ ଓ ପୁସ୍ତକ ପାଠକାର୍ପଣ ଉତ୍ସବ

August 13, 2025
Latest News

ମହାରାଷ୍ଟ୍ର ରାଜନୀତିରେ ବଡ଼ ହଇଚଇ, ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସଙ୍କୁ ଭେଟିଲେ ରାଜ ଠାକରେ

August 21, 2025

ଖୋର୍ଦ୍ଧା ରୋଡ୍-ପଲାସା ସେକ୍ସନ ମଧ୍ୟରେ ଟ୍ରେନ ଚଳାଚଳରେ ପରିବର୍ତ୍ତନ

August 21, 2025

ସିକଲ୍ ସେଲ୍ ଏବଂ ଥାଲାସିମିଆ ପରିଚାଳନା ବୈଠକ

August 21, 2025

ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପ୍ରକଳ୍ପ ଉପରେ ଅର୍ନ୍ତଜାତୀୟ ପରାମର୍ଶଦାତା ସଂସ୍ଥା ସହ ଆଲୋଚନା

August 21, 2025

ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.