Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୋଡାଫୋନ୍‌-ଆଇଡିଆକୁ 733 କୋଟିର ଆୟକର ଛାଡ ପାଇଁ ସର୍ବୋଚ୍ଚ କୋର୍ଟଙ୍କ ନିର୍ଦ୍ଦେଶ
ଆଜିର ଖବର

ଭୋଡାଫୋନ୍‌-ଆଇଡିଆକୁ 733 କୋଟିର ଆୟକର ଛାଡ ପାଇଁ ସର୍ବୋଚ୍ଚ କୋର୍ଟଙ୍କ ନିର୍ଦ୍ଦେଶ

April 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଟେଲିକମ୍‌ କମ୍ପାନୀ ଭୋଡାଫୋନ୍-ଆଇଡିଆକୁ 733 କୋଟି ଟଙ୍କାର ଆୟକର ଛାଡ କରିଛନ୍ତି ସର୍ବୋଚ୍ଚ କୋର୍ଟ । ଚାରି ସପ୍ତାହ ମଧ୍ୟରେ ଏହି ଅର୍ଥ କମ୍ପାନୀକୁ ପ୍ରଦାନ କରିବା ପାଇଁ ସର୍ବୋଚ୍ଚ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଭୋଡାଫୋନ୍‌ ଆଇଡିଆ ପକ୍ଷରୁ 4700 କୋଟିର ଆୟକର ରିହାତି ପାଇଁ ଆବେଦନ କରାଯାଇଥିବା ବେଳେ କୋର୍ଟ ଏହି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି । ଜଷ୍ଟିସ୍‌ ୟୁ ୟୁ ଲଳିତ୍‌ଙ୍କ ନେତୃତ୍ବରେ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଭୋଡାଫୋନ୍‌ ଆଇଡିଆର ଏଜିଆର ଦେୟର 58 ହଜାର କୋଟି ବକେୟା ରହିଥିବା ବେଳେ କୋର୍ଟଙ୍କ ଏହି ନିଷ୍ପତ୍ତି ପରେ କମ୍ପାନୀର ଅଂଶଧନ ମୂଲ୍ୟରେ 5 ପ୍ରତିଶତର ଅଭିବୃଦ୍ଧି ଘଟିଛି । (ଏଜେନ୍ସି)

INCOMETAX supremecourt vodafoneidea
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.