Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରୀକ୍ଷା ପାଇଁ ପ୍ରସ୍ତୁତ ରୁହ, ଜୁନ୍‌ 17 ପରେ ଯେକୌଣସି ସମୟରେ ହୋଇପାରେ ପରୀକ୍ଷା : ଅରୁଣ ସାହୁ
ଆଜିର ଖବର

ପରୀକ୍ଷା ପାଇଁ ପ୍ରସ୍ତୁତ ରୁହ, ଜୁନ୍‌ 17 ପରେ ଯେକୌଣସି ସମୟରେ ହୋଇପାରେ ପରୀକ୍ଷା : ଅରୁଣ ସାହୁ

April 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଗତକାଲି ୟୁଜିସି ଶିକ୍ଷା ବର୍ଷ ପାଇଁ ନୂତନ କ୍ୟାଲେଣ୍ଡର ଜାରି କରିବା ସହିତ ନୂତନ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି । ଏହାପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ପ୍ରତିକ୍ରିୟା ଦେଇଛନ୍ତି । ତର୍ଜମା ହେବ, ଓଡ଼ିଶା ପରିପ୍ରେକ୍ଷୀରେ ଯାହା ଠିକ୍‌ ହେବ, ତାହା କରାଯିବ ବୋଲି କହିଛନ୍ତି ଅରୁଣ ସାହୁ । ଏନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରାଯିବ । ତେବେ ଜୁନ୍‌ 17 ପରେ ଯେକୌଣସି ସମୟରେ ପରୀକ୍ଷା ହେବ ବୋଲି କହିଲେ ମନ୍ତ୍ରୀ ଅରୁଣ ଦାସ । ଏଥିପାଇ ଛାତ୍ରଛାତ୍ରୀମାନେ ପ୍ରସ୍ତୁତ ରୁହନ୍ତୁ ବୋଲି କହିଛନ୍ତି ଅରୁଣ ସାହୁ। ଲକ୍ ଡାଉନ୍‌କୁ ଛାତ୍ରଛାତ୍ରୀ ସୁଯୋଗ ଭାବେ ଗ୍ରହଣ କରନ୍ତୁ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣୀ ବିହାରରେ ବୋମାମାଡ଼ ଅଭିଯୋଗ, ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ଉତ୍ତେଜନା; ୫ ପ୍ଲାଟୁନ୍ ଫୋର୍ସ ମୁତୟନ

October 12, 2026

UPI Payment Charges: ବଡ଼ ବ୍ୟବସାୟୀଙ୍କୁ ଲାଗିପାରେ MDR ଫି, EMI ପେମେଣ୍ଟକୁ ମିଳିପାରେ ଛାଡ଼!

October 12, 2026

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟାଇମ୍ସ ଫ୍ୟାଶନ୍ ୱିକ୍ ରେ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର ଝଲକ ଦେଖାଇଲା ଓରମାସ୍

October 12, 2026
Latest News

ବାଣୀ ବିହାରରେ ବୋମାମାଡ଼ ଅଭିଯୋଗ, ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ଉତ୍ତେଜନା; ୫ ପ୍ଲାଟୁନ୍ ଫୋର୍ସ ମୁତୟନ

October 12, 2026

UPI Payment Charges: ବଡ଼ ବ୍ୟବସାୟୀଙ୍କୁ ଲାଗିପାରେ MDR ଫି, EMI ପେମେଣ୍ଟକୁ ମିଳିପାରେ ଛାଡ଼!

October 12, 2026

ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଭାରତୀୟଙ୍କ ସମେତ ୧୩ ମୃତ

October 12, 2026

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟି-୨୦ରେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.