Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ଭୁବନେଶ୍ବରରେ ଖୋଲିବ ଦୋକାନ : ନୂତନ ଗାଇଡ୍‌ଲାଇନ୍‌ ଜାରି କଲା ବିଏମ୍‌ସି
ଆଜିର ଖବର

ଏଣିକି ଭୁବନେଶ୍ବରରେ ଖୋଲିବ ଦୋକାନ : ନୂତନ ଗାଇଡ୍‌ଲାଇନ୍‌ ଜାରି କଲା ବିଏମ୍‌ସି

April 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଦୋକାନ ବଜାର ଖୋଲିବା ପାଇଁ ନୂତନ ଗଇଡ୍‌ଲାଇନ୍‌ ଜାରି କରିଛି କମିଶନରେଟ ପୋଲିସ୍‌ । ମେ 1 ଠାରୁ ଏହି ନୂତନ ଗାଇଡ୍‌ ଲାଇନ୍‌ କାର୍ଯ୍ୟକାରୀ ହେବା ସହିତ 60 ଦିନ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ । ନୂତନ ଗାଇଡ୍‌ ଲାଇନ୍‌ ଅନୁଯାୟୀ କେବଳ ସ୍ବୀକୃତୀପ୍ରାପ୍ତ ଦୋକାନ ଖୋଲାଯାଇପାରିବ ମାତ୍ର ଦୋକାନ ଗୁଡିକରେ ସୋସିଆଲ୍‌ ଡିଷ୍ଟାନ୍ସିଂକୁ କଡାକଡି ଭାବରେ ପାଳନ କରାଯିବ । ଜରୁରୀକାଳୀନ ସାମଗ୍ରୀ ଦୋକାନ ସହିତ ମାର୍କେଟ୍‌ କମ୍ପ୍ଲେକ୍ସରେ ରହିଥିବା ଦୋକାନକୁ ଖୋଲାଯାଇପାରିବ ବୋଲି ଜଣାପଡିଛି । ତେବେ 5ରୁ ଅଧିକ ଦୋକାନ ରହିଥିବା ମାର୍କେଟ୍‌ କମ୍ପ୍ଲେକ୍ସକୁ ଖୋଲାଯାଇପାରିବ ନାହିଁ । ଏହା ସହିତ ଦୋକାନୀ ପାନ କିମ୍ବା ଗୁଟ୍‌ଖା ଖାଇ ଦୋକାନକୁ ଯାଇ ପାରିବେ ନାହିଁ ଏବଂ ବାହାରେ ଛେପ ନପକାଇବା ପାଇଁ ଗାଇଡ୍‌ ଲାଇନ୍‌ରେ ଉଲ୍ଲେଖ କରାଯାଇଛି । ଗ୍ରାହକ ସାମାଜିକ ଦୂରତ୍ବ ନରଖିଲେ ଦଣ୍ଡିତ ହେବେ ଏନେଇ ଦୋକାନୀଙ୍କୁ 100ରେ ଫୋନ୍‌ କରିବାକୁ ପଡିବ । ସମସ୍ତ ମଲ୍‌, ଜିମ୍‌, ଫାଷ୍ଟଫୁଡ୍‌, ସେଲୁନ୍‌, ପାନ, ବ୍ୟୁଟି ପାର୍ଲରକୁ ବନ୍ଦ ରଖାଯିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି । (ଏଜେନ୍ସି)

bmc shops
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଫ୍ରାନ୍ସକୁ ଝଟକା ଦେଲା ଏହି ମୁସଲିମ ଦେଶ: ରାଫେଲ ଜେଟ୍ ବଦଳରେ ଚୀନ୍ ଠାରୁ କିଣିବ ଲଢ଼ୁଆ ବିମାନ

October 20, 2025

ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

October 20, 2025
Latest News

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ନାମାଙ୍କନ ଦାଖଲ କରିବା ମାତ୍ରେ ଆରଜେଡି ପ୍ରାର୍ଥୀଙ୍କୁ ଗିରଫ କଲା ଝାଡ଼ଖଣ୍ଡ ପୋଲିସ: ଜାଣନ୍ତୁ କାରଣ

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

October 20, 2025

ପରାଜୟର ହ୍ୟାଟ୍ରିକ୍ ପରେ କିପରି ସେମିଫାଇନାଲରେ ପହଞ୍ଚିପାରିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମୀକରଣ

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.