Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତେଲୁଗୁ ଗୀତରେ ନାଚିଲେ ଡେଭିଡ୍‌ ଓ୍ବାର୍ଣ୍ଣର : ଭିଡିଓ ଭାଇରାଲ୍‌ ପରେ ଧନ୍ୟବାଦ ଜଣାଇଲେ ଅଲ୍ଲୁ ଅର୍ଜୁନ୍‌
ଆଜିର ଖବର

ତେଲୁଗୁ ଗୀତରେ ନାଚିଲେ ଡେଭିଡ୍‌ ଓ୍ବାର୍ଣ୍ଣର : ଭିଡିଓ ଭାଇରାଲ୍‌ ପରେ ଧନ୍ୟବାଦ ଜଣାଇଲେ ଅଲ୍ଲୁ ଅର୍ଜୁନ୍‌

April 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ୍‌ : ଅଷ୍ଟ୍ରେଲୀୟ କ୍ରିକେଟର ଡେଭିଡ୍‌ ଓ୍ବାର୍ଣ୍ଣର ପୁଣି ଏକ ଗୀତରେ ନାଚୁଥିବାର ଭିଡିଓ ଇନ୍‌ଷ୍ଟାଗ୍ରାମ୍‌ରେ ସେୟାର କରିଛନ୍ତି । ତେବେ ଏଥର କୌଣସି ହିନ୍ଦି ଗୀତରେ ନନାଚି ଏକ ତେଲୁଗୁ ଗୀତରେ ନାଚିଛନ୍ତି । ତେଲୁଗୁ ଫିଲ୍ମ ଆଲା ବୈକୁଣ୍ଠପୁରମଲୋର ଗୀତ ବୁଟ୍ଟା ବୋମ୍ମାରେ ନିଜ ପତ୍ନୀ କାଣ୍ଡିସ୍‌ ଓ୍ବାର୍ଣ୍ଣରଙ୍କ ସହିତ ନାଚୁଥିବାର ନଜର ଆସିଛନ୍ତି । ଟିକ୍‌ଟକ୍‌ ଏବଂ ଇନ୍‌ଷ୍ଟାଗ୍ରାମରେ ଓ୍ବାର୍ଣ୍ଣର ଏହି ଭିଡିଓକୁ ସେୟାର କରିଥିବା ବେଳେ ଏହାକୁ ଭାରତୀୟ ଦର୍ଶକ ପସନ୍ଦ କରିଥିଲେ ।

https://www.instagram.com/p/B_mINrppW7d/?utm_source=ig_embed&utm_campaign=embed_video_watch_again

ଏହାପରେ ଆଲା ବୈକୁଣ୍ଠପୁରମଲୋ ଫିଲ୍ମର ନାୟକ ତଥା ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ୍‌ ଓ୍ବାର୍ଣ୍ଣରଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ତେଲୁଗୁ ଗୀତରେ ନାଚିବାର ଓ୍ବାର୍ଣ୍ଣରଙ୍କ ଏହି ପ୍ରୟାସକୁ ଅଲ୍ଲୁ ଅର୍ଜୁନ୍‌ ପ୍ରଶଂସା କରିଛନ୍ତି ।

alluarjun davidwarner
Share. Facebook Twitter LinkedIn Email WhatsApp Copy Link

Related Posts

୯ କୋଟିରୁ ଅଧିକ ସରକାରୀ ପାଣ୍ଠି ହଡ଼ପ ମାମଲା: ବନ୍ଧା ହେଲେ ଆଉ ୩ ସରକାରୀ କର୍ମଚାରୀ

October 10, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଠିଆ ହୋଇଥିବା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍, ୩ ଗୁରୁତର

October 10, 2026

ପୋଲିସ ହେପାଜତରେ ଅଭିଜିତ, ସୌରଭ ଏବଂ ଆଶୁତୋଷ: ଜାଣନ୍ତୁ ଅପଡେଟ୍

October 10, 2026

CJP ପ୍ରତିବାଦ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: ଧ୍ରୁବ ରାଠୀଙ୍କୁ ଅଟକ ରଖିଲା ଦିଲ୍ଲୀ ପୋଲିସ

October 10, 2026
Latest News

୯ କୋଟିରୁ ଅଧିକ ସରକାରୀ ପାଣ୍ଠି ହଡ଼ପ ମାମଲା: ବନ୍ଧା ହେଲେ ଆଉ ୩ ସରକାରୀ କର୍ମଚାରୀ

October 10, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଠିଆ ହୋଇଥିବା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍, ୩ ଗୁରୁତର

October 10, 2026

ପୋଲିସ ହେପାଜତରେ ଅଭିଜିତ, ସୌରଭ ଏବଂ ଆଶୁତୋଷ: ଜାଣନ୍ତୁ ଅପଡେଟ୍

October 10, 2026

CJP ପ୍ରତିବାଦ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: ଧ୍ରୁବ ରାଠୀଙ୍କୁ ଅଟକ ରଖିଲା ଦିଲ୍ଲୀ ପୋଲିସ

October 10, 2026

ପାନାମାରେ ୭.୭ ତୀବ୍ରତାର ଭୂମିକମ୍ପ ଝଟ୍‌କା: ଭୁଶୁଡ଼ିଲା ଘରଦ୍ୱାର, ସ୍କୁଲ ଓ ଅଫିସ୍ ବନ୍ଦ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.