Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଁ ରାଷ୍ଟ୍ରପତି ଦୌଡ଼ରେ ନାହିଁ : ହିଲାରୀ କ୍ଲିଣ୍ଟନ୍‌
ଆଜିର ଖବର

ମୁଁ ରାଷ୍ଟ୍ରପତି ଦୌଡ଼ରେ ନାହିଁ : ହିଲାରୀ କ୍ଲିଣ୍ଟନ୍‌

March 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
i am not in president's race, says clinton
i am not in president's race, says clinton

ଆମେରିକାର ପୂର୍ବତନ ବିଦେଶ ସଚିବ ହିଲାରୀ କ୍ଲିଣ୍ଟନ ଆସନ୍ତା ୨୦୨୦ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି । ନ୍ୟୁୟର୍କ ସ୍ଥିତ ଏକ ଟେଲି ସାକ୍ଷାତ୍‌କାରରେ ଏହା ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, ସେ ରାଷ୍ଟ୍ରପତି ପଦ ପାଇଁ ଆଶାୟୀ ନୁହଁନ୍ତି । କିନ୍ତୁ ପୂର୍ବ ଭଳି କାମ କରିବେ ଓ ନିଜ ମତ ରଖିବେ । ସେ ୨୦୧୬ ରାଷ୍ଟ୍ରପତି ଦୌଡ଼ରେ ଆଗରେ ରହିଥିଲେ । କିନ୍ତୁ ଡୋନାଲଡ୍‌ ଟ୍ରମ୍ପ୍‌ଠାରୁ ପରାସ୍ତ ହୋଇଥିଲେ ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରାସ୍ତାରେ ୨ ଯୁବକଙ୍କୁ ନିସ୍ତୁକ ମାଡ଼

May 22, 2026

ଲ୍ୟାମ୍ପସ ଏମଡ଼ିଙ୍କ ଘରେ ଭିଜିଲାନ୍ସ

May 22, 2026

ଡିଜିଟାଲ୍ ସେନସେସନ୍ CJPର କାହାଣୀ

May 22, 2026

ଜଳିଗଲା ଯାତ୍ରୀବାହୀ ବସ୍‌, ୨ ଜୀବନ୍ତ ଦଗ୍ଧ

May 22, 2026
Latest News

ଜାତୀୟ ଆୟୁର୍ବେଦ କଂଗ୍ରେସ ପ୍ରତିଷ୍ଠା ଦିବସ, ୨୪ ତାରିଖରେ ହେବ ପାଳନ

May 22, 2026

ରାସ୍ତାରେ ୨ ଯୁବକଙ୍କୁ ନିସ୍ତୁକ ମାଡ଼

May 22, 2026

ଲ୍ୟାମ୍ପସ ଏମଡ଼ିଙ୍କ ଘରେ ଭିଜିଲାନ୍ସ

May 22, 2026

ଡିଜିଟାଲ୍ ସେନସେସନ୍ CJPର କାହାଣୀ

May 22, 2026

ଜଳିଗଲା ଯାତ୍ରୀବାହୀ ବସ୍‌, ୨ ଜୀବନ୍ତ ଦଗ୍ଧ

May 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.