Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପିପିଏଲ ପକ୍ଷରୁ ପାନୀୟ ଜଳ ପ୍ରଦାନ
ଆଞ୍ଚଳିକ

ପିପିଏଲ ପକ୍ଷରୁ ପାନୀୟ ଜଳ ପ୍ରଦାନ

May 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ: ପିପିଏଲ ପକ୍ଷରୁ କୁଜଙ୍ଗ ବ୍ଳକର ବିଭିନ୍ନ ଅଞ୍ଚଳରେ ପାନୀୟ ଜଳ ପ୍ରଦାନ କରାଯାଇଛି । ସରକାରୀ ସ୍ତରରେ ଗ୍ରାମର ଲୋକମାଙ୍କର ପାନୀୟ ଜଳର ଆବଶ୍ୟକତା ପୂରଣ କରାଯାଇ ପାରୁନଥିବା ବେଳେ ପିପିଏଲର ଏହି ଉଦ୍ୟମ ପାଇଁ ସ୍ଥାନୀୟ ଲୋକ ସନ୍ତୋଷ ପ୍ରକାଶ କରିଛନ୍ତି । କୁଜଙ୍ଗବ୍ଳକ ଅନ୍ତର୍ଗତ କୋଠୀ, ବିଶ୍ୱାଳୀ, ଭୂତମୁଣ୍ଡାଇ ଆଦି ପଞ୍ଚାୟତରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ପ୍ରକଳ୍ପ ବର୍ଷବର୍ଷ ଧରି ଆରମ୍ଭ କରାଯାଇ ଅଧାପନ୍ତରି ଆଭାବେ ପଡ଼ି ରହିଛି । ଏହା ଲୋକମାନଙ୍କର କାର୍ଯ୍ୟରେ ଆସି ପାରୁନାହିଁ । ଏହାକୁ ହୃଦୟଙ୍ଗମ କରି ପିପିଏଲ ପକ୍ଷରୁ ବଗଦିଆ ପଂଚାୟତର ଡ଼ାଳିମ୍ବପୁର, ରଇତସାହି, ନୂଆସାହୀ, କୋଠୀ ପଞ୍ଚାୟତର କୋଠୀ, ଲୁଣକୁଆ ଏବଂ ଭୂତମୁଣ୍ଡାଇ ପଞ୍ଚାୟତର ବରେଇ ଗ୍ରାମରେ ଟ୍ୟାଙ୍କର ଯୋଗେ ବିଶୁଦ୍ଧ ପାନୀୟ ଜଳ ପ୍ରଦାନ କରାଯାଇଛି । ପିପିଏଲର ପାନୀୟ ଜଳ ଟ୍ୟାଙ୍କର ସମ୍ପୃକ୍ତ ଗ୍ରାମ ମାନଙ୍କୁ ଆସିବା ପରେ ସାଧାରଣରେ ସଂସ୍ଥାକୁ ପ୍ରଶଂସା କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026
Latest News

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.