Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପେଟ୍ରୋଲ ଏବଂ ଡିଜେଲ୍‌ ଉପରେ ଟିକସ୍‌ ବୃଦ୍ଧି କଲେ କେନ୍ଦ୍ର ସରକାର : ଜାଣନ୍ତୁ ସାଧାରଣ ଲୋକଙ୍କ ଉପରେ ଏହାର ପ୍ରଭାବ
ଆଜିର ଖବର

ପେଟ୍ରୋଲ ଏବଂ ଡିଜେଲ୍‌ ଉପରେ ଟିକସ୍‌ ବୃଦ୍ଧି କଲେ କେନ୍ଦ୍ର ସରକାର : ଜାଣନ୍ତୁ ସାଧାରଣ ଲୋକଙ୍କ ଉପରେ ଏହାର ପ୍ରଭାବ

May 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ପେଟ୍ରୋଲ ଏବଂ ଡିଜେଲ୍‌ ଉପରେ ଟିକସ୍‌ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଏହି ଶୁଳ୍କ ବୃଦ୍ଧି କାରଣରୁ ପେଟ୍ରୋଲ 10 ଟଙ୍କା ଏବଂ ଡିଜେଲ୍‌ 13 ଟଙ୍କା ମହଙ୍ଗା ହେବ । ତେବେ ସାଧାରଣ ଗ୍ରାହକ ଏହା ଦ୍ବାରା ପ୍ରଭାବିତ ହେବେ ନାହିଁ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ ପ୍ରଦାନ କରାଯାଇଛି । ପେଟ୍ରୋଲ ଟାଙ୍କିରେ ତୈଳ ଦରରେ କୌଣସି ପରିବର୍ତ୍ତନ ହେବ ନାହିଁ । ପ୍ରବର୍ତ୍ତନ ଶୁଳ୍କ ଉପରେ କରାଯାଇଥିବା ଏହି ବୃଦ୍ଧି ତିନି ତୈଳ କମ୍ପାନୀ ଇଣ୍ଡିଆନ୍‌ ଅଏଲ୍‌ କର୍ପ, ବିପିସିଏଲ୍‌ ଏବଂ ଏଚ୍‌ପିସିଏଲ୍‌ ବହନ କରିବେ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ସରକାରଙ୍କ ଏହି ପ୍ରୟାସ ଦ୍ବାରା ସରକାର ପ୍ରାୟ 1.6 ଲକ୍ଷ କୋଟିର ଫାଇଦା ହାସଲ କରିପାରିବେ ବୋଲି ଜଣାପଡିଛି ।

ଉଲ୍ଲେଖଯୋଗ୍ୟ ଯେ, ବର୍ତ୍ତମାନ ଅଶୋଧିତ ତୈଳର ମୂଲ୍ୟ ସର୍ବନିମ୍ନ ସ୍ତରରେ ରହିଛି । ଫଳରେ ଗ୍ରାହକଙ୍କୁ ଶସ୍ତା ଦରରେ ତୈଳ ମିଳିବା ଉଚିତ୍‌ । ମାତ୍ର ପ୍ରବର୍ତ୍ତନ ଶୁଳ୍କ ଲାଗୁ କରି ସରକାର ଉକ୍ତ ଅର୍ଥ ତୈଳ କମ୍ପାନୀଙ୍କ ଠାରୁ ହାସଲ କରୁଛନ୍ତି ଏବଂ ସାଧାରଣ ଜନତା ପୂର୍ବ ରେଟ୍‌ରେ ତୈଳ କିଣୁଛନ୍ତି । (ଏଜେନ୍ସି)

diesel exciseduty petrol
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026

ଧର୍ମେନ୍ଦ୍ର, ଶାହ ଏବଂ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି: ରାତି ସାରା ଧାରଣାରେ ବସିବ କଂଗ୍ରେସ

July 21, 2026
Latest News

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026

ଧର୍ମେନ୍ଦ୍ର, ଶାହ ଏବଂ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି: ରାତି ସାରା ଧାରଣାରେ ବସିବ କଂଗ୍ରେସ

July 21, 2026

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.