Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶାଖାପାଟଣାରେ ବିଷାକ୍ତ ଗ୍ୟାସ୍‌ ଲିକ୍ : ତିନି ମୃତ, ପାଞ୍ଚଟି ଗ୍ରାମକୁ କରାଗଲା ଖାଲି
ଆଜିର ଖବର

ବିଶାଖାପାଟଣାରେ ବିଷାକ୍ତ ଗ୍ୟାସ୍‌ ଲିକ୍ : ତିନି ମୃତ, ପାଞ୍ଚଟି ଗ୍ରାମକୁ କରାଗଲା ଖାଲି

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଶାଖାପାଟନମ୍‌ : ଆନ୍ଧ୍ର ପ୍ରଦେଶର ବିଶାଖାପଟନମ୍‌ ସ୍ଥିତ ଏକ ଫାର୍ମା କମ୍ପାନୀରୁ ଗ୍ୟାସ୍‌ ଲିକ୍‌ ମାମଲା ସାମ୍ନାକୁ ଆସିଛି । ଗୁରୁବାର ସକାଳୁ ଏହି ଘଟଣା ଘଟିଥିବାବେଳେ ଏହି ଗ୍ୟାସ୍‌ ପ୍ରଭାବରେ ଜଣେ ଶିଶୁ ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ଅନୁସାରେ କେଆରଆର୍‌ ଭେଙ୍କଟପୁର ସ୍ଥିତ ବିଶାଖା ଏଲ୍‌ଜୀ ପଲିମର୍‌ ପ୍ଲାଣ୍ଟରୁ ହଠାତ୍‌ ବିଷାକ୍ତ ଗ୍ୟାସ୍‌ ଲିଙ୍କ୍‌ ହୋଇଥିଲା । ଏହି ବିଷାକ୍ତ ଗ୍ୟାସ୍‌ କାରଣରୁ ତିନି କିଲୋମିଟର ପର୍ଯ୍ୟନ୍ତ ଅଞ୍ଚଳ ପ୍ରଭାବିତ ହୋଇଛି। ଏହି ଗ୍ୟାସ୍‌ ଯୋଗୁଁ ତିନି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକଙ୍କ ଅବସ୍ଥା ଗମ୍ଭୀର ରହିଛି । ଅସୁସ୍ଥମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅସୁସ୍ଥମାନଙ୍କ ମଧ୍ୟରେ ଅଧିକାଂଶ ବୃଦ୍ଧ ଓ ଶିଶୁ ରହିଛନ୍ତି । 150 ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ 20 ଜଣଙ୍କର ଅବସ୍ଥା ଗୁରୁତର ରହିଛି । ପରିସ୍ଥିତିକୁ 2000 ଶଯ୍ୟାକୁ ପ୍ରସ୍ତୁତ ରଖାଯାଇଛି । ପ୍ରାୟ 1000  ଜଣ ଏହି ଗ୍ୟାସ୍‌ କବଳରେ ଆସିଥିବାର ସୂଚନା ରହିଛି । ଏହି ଗ୍ୟାସ ଯୋଗୁ ଲୋକଙ୍କର ଆଖି ପୋଡ଼ିବା, ମୁଣ୍ଡ ବିନ୍ଧିବା ସହ ଶ୍ୱାସକ୍ରିୟା ଜନିତ ସମସ୍ୟା ଦେଖା ଦେଉଛି। ଏଥିପାଇଁ ନିକଟସ୍ଥ ପାଞ୍ଚଟି ଗ୍ରାମକୁ ଖାଲି କରିଦିଆଯାଉଛି ।  ଘଟଣାସ୍ଥଳରେ ଏନଡିଆରଏଫ ଏବଂ ଏସଡିଆରଏଫ ଟିମ୍‌ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

‘ଯଦି ସତ ହୁଏ, ତେବେ ମୁଁ….’: ରାଘବ ଚଢାଙ୍କ ବିଜେପି ରେ ଯୋଗଦେବା ପ୍ରସଙ୍ଗରେ କହିଲେ AAP ସାଂସଦ

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026
Latest News

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

‘ଯଦି ସତ ହୁଏ, ତେବେ ମୁଁ….’: ରାଘବ ଚଢାଙ୍କ ବିଜେପି ରେ ଯୋଗଦେବା ପ୍ରସଙ୍ଗରେ କହିଲେ AAP ସାଂସଦ

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.