Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ଗତ 24 ଘଣ୍ଟାରେ 428 ପଜିଟିଭ୍‌ ଚିହ୍ନଟ : ମୃତ୍ୟୁ ସଂଖ୍ୟା 65କୁ ବୃଦ୍ଧି
ଆଜିର ଖବର

ଦିଲ୍ଲୀରେ ଗତ 24 ଘଣ୍ଟାରେ 428 ପଜିଟିଭ୍‌ ଚିହ୍ନଟ : ମୃତ୍ୟୁ ସଂଖ୍ୟା 65କୁ ବୃଦ୍ଧି

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ବେଶ୍‌ ଜଟିଳ ରହିଛି । ଦେଶରେ ସର୍ବାଧିକ କରୋନା ଆକ୍ରାନ୍ତ ମହାରାଷ୍ଟ୍ରରୁ ଚିହ୍ନଟ ହୋଇଥିବାବେଳେ ଦେଶର ରାଜଧାନୀ ନୂଆଦିଲ୍ଲୀରେ ମଧ୍ୟ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ବୁଧବାର ଦିନ 428 ଜଣ କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏବେ ଦିଲ୍ଲୀରେ ମୋଟ୍‌ କରୋନା ସଂକ୍ରମିତଙ୍କ ସଂଖ୍ୟା 5000 ଟପିଯାଇଛି । ତେବେ ଦିଲ୍ଲୀରେ ଗୋଟିଏ ଦିନରେ ଅର୍ଥାତ୍‌ ଗତକାଲି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କିନ୍ତୁ ମୁମ୍ବାଇ ଓ ଅହମ୍ମଦାବାଦର ସ୍ଥିତିଠାରୁ ଦିଲ୍ଲୀରେ ଟିକେ ନିୟନ୍ତ୍ରଣରେ ରହିଛି । କିନ୍ତୁ ମଦ ଦୋକାନ ଖୋଲାଯିବା ପରେ ସାମାଜିକ ଦୂରତ୍ବ ଭଙ୍ଗ ବିପଦର ସଂକେତ ଦେଉଛି । ସେହିପରି ଦିଲ୍ଲୀରେ କରୋନା ଯୋଗୁଁ 65ଜଣଙ୍କ ମୃତ୍ୟୁ ହୋଇଛି । ଦିଲ୍ଲୀରେ ଏପର୍ଯ୍ୟନ୍ତ 54 ଜଣ ପୋଲିସ୍‌ କର୍ମୀ ସଂକ୍ରମିତ ହୋଇଥିବାବେଳେ ସିଆରପିଏଫ୍‌ର 155 ଜଣ ଯବାନ ମଧ୍ୟ ସଂକ୍ରମିତ ହୋଇଛନ୍ତି । ମାତ୍ର ଦିଲ୍ଲୀରେ ସଂକ୍ରମିତ ହାର ଅଧିକ ରହିଛି । ରାଜ୍ୟରେ ଏଯାଏଁ 1 ହଜାର 542 ଜଣ ସୁସ୍ଥ ହୋଇଛନ୍ତି ।

coronapositive delhi
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.