Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରହୁଥିବା ରାଜ୍ୟରେ ହେବ ପ୍ରବାସୀ ଓଡିଆଙ୍କ କରୋନା ପରୀକ୍ଷଣ : ହାଇକୋର୍ଟ
ଆଜିର ଖବର

ରହୁଥିବା ରାଜ୍ୟରେ ହେବ ପ୍ରବାସୀ ଓଡିଆଙ୍କ କରୋନା ପରୀକ୍ଷଣ : ହାଇକୋର୍ଟ

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟକୁ ଫେରୁଥିବା ପ୍ରବାସୀ ଓଡିଆଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ଓଡିଶା ହାଇକୋର୍ଟ । ଏଣିକି ରାଜ୍ୟକୁ ଫେରିବା ପୂର୍ବରୁ ପ୍ରବାସୀ ଓଡିଆଙ୍କ କରୋନା ପରୀକ୍ଷଣ କରାଯିବ । ପ୍ରବାସୀ ଓଡିଆ ମାନେ ଯେଉଁ ରାଜ୍ୟରେ ରହିଥିବେ ସେହି ରାଜ୍ୟରେ ଆରଟି ସିପିଆର ଟେଷ୍ଟ ପରେ ରାଜ୍ୟକୁ ଫେରାଇ ଅଣାଯିବ । ଟେଷ୍ଟ ରିପୋର୍ଟ ନେଭେଟିଭ୍‌ ଆସିଲେ ରାଜ୍ୟ ମଧ୍ୟରେ ପ୍ରବେଶର ଅନୁମତି ମିଳିବ ବୋଲି ହାଇକୋର୍ଟ ନିଜ ନିଷ୍ପତ୍ତିରେ ପ୍ରକାଶ୍ କରିଛନ୍ତି । କରୋନା ପାଇଁ ଆଗତ ଏକ ଜନସ୍ବାର୍ଥ ମାମଲାର ବିଚାର କରି ହାଇକୋର୍ଟ ଏହି ନିଷ୍ପତ୍ତି ନେଇଛନ୍ତି ।

corona TopNews
Share. Facebook Twitter LinkedIn Email WhatsApp Copy Link

Related Posts

“ଯଦି ଭାରତ ଏକ ହିନ୍ଦୁ ରାଷ୍ଟ୍ର ହୋଇଯାଏ…”: କାହାକୁ ଚେତାବନୀ ଦେଲେ ସିଦ୍ଧରମୈୟାଙ୍କ ପୁଅ?

August 6, 2026

ଆଶାରାମ ବାପୁଙ୍କୁ ଝଟକା: ଅନ୍ତରୀଣ ଜାମିନ୍ ପାଇଁ ମନା କଲେ ସୁପ୍ରିମକୋର୍ଟ

August 6, 2026

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026
Latest News

“ଯଦି ଭାରତ ଏକ ହିନ୍ଦୁ ରାଷ୍ଟ୍ର ହୋଇଯାଏ…”: କାହାକୁ ଚେତାବନୀ ଦେଲେ ସିଦ୍ଧରମୈୟାଙ୍କ ପୁଅ?

August 6, 2026

ଆଶାରାମ ବାପୁଙ୍କୁ ଝଟକା: ଅନ୍ତରୀଣ ଜାମିନ୍ ପାଇଁ ମନା କଲେ ସୁପ୍ରିମକୋର୍ଟ

August 6, 2026

ଦୁଷ୍କର୍ମ ମାମଲାରେ ତରୁଣ ତେଜପାଲ ଦୋଷୀ ସାବ୍ୟସ୍ତ: ଟ୍ରାଏଲ୍ କୋର୍ଟଙ୍କ ନିଷ୍ପତ୍ତିକୁ ଖାରଜ କଲେ ହାଇକୋର୍ଟ

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଆଜି LPG କେତେ ଶସ୍ତା ହେଲା?: ଦେଖନ୍ତୁ 14 ଏବଂ 19 କିଲୋ ଗ୍ୟାସ ସିଲିଣ୍ଡରର ଦର ତାଲିକା 

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.