Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁରରୁ ପଠାଯାଇଥିବା ସମସ୍ତ ନମୂନା ନେଗେଟିଭ୍‌ : ଜିଲ୍ଲାପାଳ
ଆଞ୍ଚଳିକ

ଜଗତସିଂହପୁରରୁ ପଠାଯାଇଥିବା ସମସ୍ତ ନମୂନା ନେଗେଟିଭ୍‌ : ଜିଲ୍ଲାପାଳ

May 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ଗୁରୁବାର ପରୀକ୍ଷଣ ପାଇଁ ଯାଇଥିବା ଜଗତସିଂହପୁରର 33ଟି ନମୂନାର ରିପୋର୍ଟ ଆସିଛି । ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତକାଲି 33ଟି ନମୂନା ପରୀକ୍ଷଣ ପାଇଁ ପଠାଯାଇଥିବା ବେଳେ ସମସ୍ତ ନମୂନାର ରିପୋର୍ଟ ନେଗେଟିଭ୍‌ ଆସିଛି । ଏହି 33 ଜଣ ବ୍ୟକ୍ତି ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ, ତେଲେଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶରୁ ଫେରିଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ରିପୋର୍ଟ ନେଗେଟିଭ୍‌ ଆସିବା ପରେ ଏହି ପ୍ରବାସୀ ଶ୍ରମିକଙ୍କୁ ନିଜ ନିଜ ଅଞ୍ଚଳର କ୍ବାରେଣ୍ଟାଇନ୍‌ ସେଣ୍ଟରକୁ ପଠାଇ ଦିଆଯାଇଛି ।

collector covid19
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026

ସରକାରଙ୍କ ୨ ବର୍ଷ ପୂର୍ତ୍ତି: ମାଗଣା ଚାଉଳ, ଦେୟମୁକ୍ତ ଶିକ୍ଷା ଓ ଭତ୍ତା ନେଇ ବଡ଼ ଘୋଷଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.