Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତ୍ରିପୁରାରେ 48 ଘଣ୍ଟା ମଧ୍ୟରେ 7 ବିଏସ୍‌ଏଫ୍‌ ଯବାନଙ୍କ ସମେତ 11 କରୋନା ପଜିଟିଭ୍‌
ଆଜିର ଖବର

ତ୍ରିପୁରାରେ 48 ଘଣ୍ଟା ମଧ୍ୟରେ 7 ବିଏସ୍‌ଏଫ୍‌ ଯବାନଙ୍କ ସମେତ 11 କରୋନା ପଜିଟିଭ୍‌

May 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଗରତାଲା : ଉତ୍ତର ପୂର୍ବୀୟ ରାଜ୍ୟ ମାନଙ୍କରେ କରୋନା ସଂକ୍ରମଣ ଅପେକ୍ଷାକୃତ କମ୍‌ ରହିଥିବା ବେଳେ ବିଗତ 48 ଘଣ୍ଟା ମଧ୍ୟରେ 7 ଜଣ ବିଏସ୍‌ଏଫ୍‌ ଯବାନ କରୋନା ପଜିଟିଭ୍‌ ସାବ୍ୟସ୍ତ ହୋଇଛନ୍ତି । ଉତ୍ତର ପୂର୍ବୀୟ ରାଜ୍ୟ ତ୍ରିପୁରାରେ 7 ଜଣ ବିଏସଏଫ୍‌ ଯବାନଙ୍କ ସମେତ 11 ଜଣ ବ୍ୟକ୍ତି କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି । ବିଗତ 48 ଘଣ୍ଟା ମଧ୍ୟରେ 625ଟି ନମୂନା ପରୀକ୍ଷଣ ହୋଇଥିବା ବେଳେ ତନ୍ମଧ୍ୟରୁ ସୁମଦାୟ 11ଟି ନମୂନା ପଜିଟିଭ୍‌ ଆସିଛି । ଏହି 11ଟି ନମୂନା ମଧ୍ୟରୁ 159 ସୀମା ସୁରକ୍ଷା ବଳର 7ଜଣ ଯବାନ ରହିଥିବା ଜଣାପଡିଛି । ଅନ୍ୟ ଚାରି ବ୍ୟକ୍ତିଙ୍କ ମଧ୍ୟରୁ ଦୁଇ ଜଣ ଟ୍ରକ୍‌ ଡ୍ରାଇଭର୍‌ ରହିଥିବା ନେଇ ମୁଖ୍ୟମନ୍ତ୍ରୀ ବିପ୍ଲବ୍‌ ଦେବ ସୂଚନା ଦେଇଛନ୍ତି । (ଏଜେନ୍ସି)

bsf corona tripura
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.