Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ପ୍ରବାସୀଙ୍କ ବସ୍‌ ଦୁର୍ଘଟଣା ଗ୍ରସ୍ତ : 10 ଆହତ
ଆଜିର ଖବର

ପୁଣି ପ୍ରବାସୀଙ୍କ ବସ୍‌ ଦୁର୍ଘଟଣା ଗ୍ରସ୍ତ : 10 ଆହତ

May 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବାଏକ ବସ୍‌ ଦୁଘର୍ଟଣାଗ୍ରସ୍ତ ହୋଇଛି । ଏଥିରେ 10ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । କଟକ ଜିଲ୍ଲା ଟାଙ୍ଗୀ ପାଖରେ ପ୍ରବାସୀଙ୍କ ବସ୍‌ ଦୁର୍ଘଟଣାଗସ୍ତ ହୋଇଛି । ତାମିଲନାଡୁରୁ ଭଦ୍ରକ ଯାଉଥିବା ବସ୍‌ ଟି 16 ନମ୍ବର ଜାତୀୟ ରାଜପଥ ଉପରେ ଟ୍ରକକୁ ବସ୍‌ ଧକ୍କା ଦେଇଥିଲା । ବସ୍‌ର ଆଗ ସିଟ୍‌ରେ ବସିଥିବା 10 ଜଣ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ 108 ଆମ୍ବୁଲାନ୍ସ ଯୋଗେ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଟାଙ୍ଗୀ ପୋଲିସ୍‌ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛି।

ପ୍ରବାସୀ ବସ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026
Latest News

ଏଫସିଆରଏ ୨.୦ ପୋର୍ଟାଲ ଏବଂ ଇ-ଓସିଆଇ କାର୍ଡର ଶୁଭାରମ୍ଭ କଲେ ଅମିତ ଶାହ

July 1, 2026

ଆଜି ଜୁଲାଇ ୧ ତାରିଖ ବୁଧବାର ଦିନ ଏହି ରାଶିର ବ୍ୟକ୍ତିମାନେ ପାଇବେ ଶୁଭ ଖବର

July 1, 2026

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.