Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ରାଜଧାନୀ ଭୁବନେଶ୍ବରକୁ ଫେରିଲା କରୋନା
ଆଜିର ଖବର

ପୁଣି ରାଜଧାନୀ ଭୁବନେଶ୍ବରକୁ ଫେରିଲା କରୋନା

May 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଗତକାଲି କରୋନା ମୁକ୍ତ ହୋଇଥିବା ରାଜଧାନୀ ଭୁବନେଶ୍ବରକୁ ପୁଣି ଥରେ କରୋନା ଫେରିଛି । ଆଜି ରାଜ୍ୟର 102 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହି ନୂତନ 102 ଆକ୍ରାନ୍ତଙ୍କ ମଧ୍ୟରେ 2 ଜଣ ଭୁବନେଶ୍ବରର ବୋଲି ଜଣାପଡିଛି ।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ 4 ଜଣ ରହିଛନ୍ତି । ଭୁବନେଶ୍ବରରୁ ଚିହ୍ନଟ 2  ଜଣ ଲୋକାଲ୍‌ କେସ୍‌ ବୋଲି କହିଛନ୍ତି ରାଜ୍ୟ ସରକାର । ସେହିପରି ଜିଲ୍ଲାର ଅନ୍ୟ ଦୁଇ ଜଣ କ୍ବାରେଣ୍ଟାଇନ୍‌ ସେଣ୍ଟରର ହୋଇଥିବାବେଳେ ଦୁହେଁ ଗୁଜୁରାଟ ଫେରନ୍ତା ବୋଲି ଜଣାପଡିଛି ।

ମାତ୍ର କେଇ ଘଣ୍ଟା ପରେ ରାଜଧାନୀରୁ ପୁଣି ଥରେ କରୋନା ଫେରିବା ନେଇ ଚିନ୍ତା ବଢିଛି । ଏବେ ଖୋର୍ଦ୍ଧା ଜିଲ୍ଲାରେ ସର୍ବମୋଟ 64ରେ ପହଞ୍ଚିଥିବାବେଳେ 48 ଜଣ ସୁସ୍ଥ ହୋଇଛନ୍ତି । ସେହିପରି 2 ଜଣ ମୃତ୍ୟୁବରଣ କରିଥିବାବେଳେ 14 ଜଣ ଏବେ ଚିକିତ୍ସାଧୀନ ରହିଛନ୍ତି । ଗତକାଲି ଭୁବନେଶ୍ବର ତିନି ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କାଲି ଭୁବନେଶ୍ବର କରୋନା ମୁକ୍ତ ହୋଇଥିଲା ।  ମାର୍ଚ୍ଚ 16 ତାରିଖରେ ପ୍ରଥମ କରୋନା ରୋଗୀ ଭୁବନେଶ୍ବରରୁ ହିଁ ଚିହ୍ନଟ ହୋଇଥିବାବେଳେ ଭୁବନେଶ୍ବରରୁ 48 ଜଣ ଚିହ୍ନଟ ହୋଇଥିଲେ । ପ୍ରାୟ 2 ମାସ ପରେ ଭୁବନେଶ୍ବର ଗତକାଲି କରୋନା ମୁକ୍ତ ଘୋଷଣା ହୋଇଥିଲା । ପୁନଶ୍ଚ ଆଜି ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଖୋର୍ଦ୍ଧା ଜିଲ୍ଲାରୁ ମୋଟ୍‌ 64 ଜଣ ଚିହ୍ନଟ ହୋଇଥିବାବେଳେ  48 ଜଣ ସୁସ୍ଥ ହୋଇଥିବାବେଳେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଏବେ ସର୍ବମୋଟ 14 ଜଣ ଚିକିତ୍ସାଧୀନ ରହିଛନ୍ତି ।

bhubaneswar corona
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

August 23, 2025

ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

August 23, 2025

କଟକ ରେଭେନ୍ସା କଲିଜିଏଟ୍ ସ୍କୁଲର ୧୭୫ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ  

August 23, 2025

“ମହାକାଶ ବିଜ୍ଞାନ କୃଷିରେ ଚମତ୍କାର ପରିବର୍ତ୍ତନ ଆଣିଛି”: କେନ୍ଦ୍ର କୃଷି ମନ୍ତ୍ରୀ

August 23, 2025
Latest News

ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

August 23, 2025

ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

August 23, 2025

କଟକ ରେଭେନ୍ସା କଲିଜିଏଟ୍ ସ୍କୁଲର ୧୭୫ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ  

August 23, 2025

“ମହାକାଶ ବିଜ୍ଞାନ କୃଷିରେ ଚମତ୍କାର ପରିବର୍ତ୍ତନ ଆଣିଛି”: କେନ୍ଦ୍ର କୃଷି ମନ୍ତ୍ରୀ

August 23, 2025

କଟକ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲ ମଣିଷ ତିଆରି କାରଖାନାର ଏକ ପ୍ରୟୋଗଶାଳା: ଧର୍ମେନ୍ଦ୍ର ପ୍ରଧାନ

August 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.