Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ମୃତ୍ୟୁ ସଂଖ୍ୟା 3 ହଜାର 435କୁ ବୃଦ୍ଧି
ଆଜିର ଖବର

ଦେଶରେ କରୋନା ମୃତ୍ୟୁ ସଂଖ୍ୟା 3 ହଜାର 435କୁ ବୃଦ୍ଧି

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଭାଇରସ ଯୋଗୁଁ ମୃତକଙ୍କ ସଂଖ୍ୟା 3 ହଜାର 435କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ଅନୁସାରେ ଦେଶରେ କରୋନା ଯୋଗୁଁ 1 ଲକ୍ଷ 12 ହଜାର 624 ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି । ସେଥିରୁ 63 ହଜାର 624 ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ସୁସ୍ଥ ହୋଇଛନ୍ତି 45 ହଜାର 299 ଜଣ ।

ଗତ 24 ଘଣ୍ଟା ମଧ୍ୟରେ କେବଳ 5 ହଜାର 611 ଜଣ ଜଣ ଆକ୍ରାନ୍ତ ହୋଇଥିବା ବେଳେ 140 ଜଣଙ୍କର ମୃତ୍ୟୁ ଘଟିଛି । କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ 39 ହଜାର 297 ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିପରି  1391 ଜଣ ଜୀବନ ହରାଇଛନ୍ତି । ଗୁଜୁରାଟରେ 749, ମଧ୍ୟପ୍ରଦେଶରେ  267, ପଶ୍ଚିମବଙ୍ଗରେ 253, ରାଜସ୍ଥାନ 147, ଦିଲ୍ଲୀରେ 176, ଆନ୍ଧ୍ରପ୍ରଦେଶ 53, ପଞ୍ଜାବରେ 38,  ତେଲେଙ୍ଗାନାରେ 38, ବିହାରରେ 9, କର୍ଣ୍ଣାଟକରେ 41, ଜମ୍ମୁକାଶ୍ମୀର 18, ଓଡ଼ିଶାରେ 6, ହରିୟାଣାରେ 14, କେରଳରେ 4, ଝାରଖଣ୍ଡରେ 3, ଚଣ୍ଡୀଗଡରେ 3, ଆସାମରେ 4, ହିମାଚଳ ପ୍ରଦେଶରେ ଚାରି, ମେଘାଳୟରେ ଜଣଙ୍କର ମୃତ୍ୟୁ ହୋଇଛି ।

୨୫୩  ଜଣ ଲୋକ ଜୀବନ ହରାଇଛନ୍ତି । ସେହିପରି ରାଜସ୍ଥାନରେ ୧୪୭, ଦିଲ୍ଲୀରେ ୧୭୬ ଓ ତାମିଲନାଡୁରେ ୮୭ ଜଣ ଜୀବନ ହାରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏମିତି କାହାଣି କେବେ ଶୁଣିନି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026
Latest News

ଏମିତି କାହାଣି କେବେ ଶୁଣିନି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026

ବାଧାମୁକ୍ତ ଜାହାଜ ଚଳାଚଳ ଉପରେ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.