Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଦର ହୋମ୍‌ ଡେଲିଭରୀ କରିବାକୁ ନିଷ୍ପତ୍ତି ନେଲା ବିଏମ୍‌ସି : ଆଜିଠାରୁ ମିଳିବ ମଦ
ଆଜିର ଖବର

ମଦର ହୋମ୍‌ ଡେଲିଭରୀ କରିବାକୁ ନିଷ୍ପତ୍ତି ନେଲା ବିଏମ୍‌ସି : ଆଜିଠାରୁ ମିଳିବ ମଦ

May 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଭାରତରେ କରୋନା କାୟା ବିସ୍ତାର କରି ଚାଲିଥିବାବେଳେ ମହାରାଷ୍ଟ୍ରରେ ଏହା ଅଧିକ କ୍ଷତିଗ୍ରସ୍ତ ହୋଇଛି । ମହାରାଷ୍ଟ୍ର ରାଜଧାନୀ ମୁମ୍ବାଇରେ 25 ହଜାରରୁ ଅଧିକ ଲୋକେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତେବେ ଲକ୍‌ ଡାଉନ୍‌ 4.0ରେ କଟକଣା କୋହଳ ହେବା ସହିତ ଅତ୍ୟାବଶ୍ୟକ ସାମଗ୍ରୀ ସହିତ ଅନ୍ୟାନ୍ୟ ଦୋକାନକୁ ଖୋଲିବାକୁ ଅନୁମତି ମିଳିଛି । ସେହିପରି ଅନ୍‌ଲାଇନ୍‌ ଖାଦ୍ୟ ମଗାଇ ଯାଉଥିବାବେଳେ ଏବେ ମଦର ହୋମ୍‌ ଡେଲିଭରୀ କରିବାକୁ ନି୍ଷ୍ପତ୍ତି ନେଇଛି ବିଏମ୍‌ସି। ମୁମ୍ବାଇ ସହରରେ ମଦର ହୋମ ଡେଲିଭରୀ କରିବାକୁ ବମ୍ବେ ମ୍ୟୁନିସିପାଲ କର୍ପୋରେସନ୍‌ ଏପରି ନିଷ୍ପତ୍ତି ନେଇଛି । ବିଏମ୍‌ସିର ନିଷ୍ପତ୍ତି ଅନୁଯାୟୀ ଆଜିଠାରୁ ମୁମ୍ବାଇରେ ମଦର ହୋମ୍‌ ଡେଲିଭରୀ ଆରମ୍ଭ ହେବ । ଲୋକମାନେ ଘରେ ବସି ମଦର ଅର୍ଡର ଦେଇପାରିବେ। କିନ୍ତୁ କଣ୍ଟେନମେଣ୍ଟ ଜୋନ୍‌ରେ କୌଣସି ପ୍ରକାରର ସେବା ମିଳିପାରିବ ନାହିଁ । ଯେଉଁ ଦୋକାନୀମାନେ ଅନୁମତି ପାଇଛନ୍ତି, ସେମାନେ ହିଁ ଏହାର ହୋମ୍‌ ଡେଲିଭରୀ କରିବେ। ଏହି ଦୋକାନଗୁଡିକ କାଉଣ୍ଟରରେ କୌଣସି ପ୍ରକାରର ମଦ ବିକ୍ରି ହୋଇପାରିବ ନାହିଁ। ଦୋକାନୀମାନେ ଇ-କମର୍ସ ପ୍ଲାଟଫର୍ମ ଦ୍ବାରା ମଦର ହୋମ୍‌ ଡେଲିଭରୀ କରିପାରିବେ ବୋଲି ସୂଚନା ରହିଛି।

ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି । ଏଠାରେ ଗତ 24 ଘଣ୍ଟାରେ 2940ଟି ନୂତନ ମାମଲା ଆସିଛି । ସେହିପରି 63 ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ 44582ଜଣ ଆକ୍ରାନ୍ତ ଥିବାବେଳେ ମୋଟ୍‌ 1,517ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

bmc
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.