Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଏମ କେୟାର୍ସ ଫଣ୍ଡ ଓ ସିଏମଆରଏଫକୁ କଳାହାଣ୍ଡି ବିଚାର ବିଭାଗୀୟ କର୍ମଚାରୀଙ୍କ ସହାୟତା
ଆଜିର ଖବର

ପିଏମ କେୟାର୍ସ ଫଣ୍ଡ ଓ ସିଏମଆରଏଫକୁ କଳାହାଣ୍ଡି ବିଚାର ବିଭାଗୀୟ କର୍ମଚାରୀଙ୍କ ସହାୟତା

May 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ ପଣ୍ଡା
କଳାହାଣ୍ଡି : କଳାହାଣ୍ଡି ବିଚାର ବିଭାଗୀୟ ଅଧିକାରୀ ଓ କର୍ମଚାରୀ ମାନଙ୍କ ଦ୍ୱାରା ପିଏମ କେୟାର୍ସ ଫଣ୍ଡ ଓ ସିଏମଆରଏଫକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ପିଏମ କେୟାର୍ସ ଫଣ୍ଡ ଓ ସିଏମଆରଏଫକୁ ୨ଲକ୍ଷ ୬୮ ହଜାର ୧୧୮ ଟଙ୍କାର ସହଯୋଗ ରାଶି ପୈଠ କରାଯାଇଥିବା ନେଇ କଳାହାଣ୍ଡି ଜିଲ୍ଲା କୋର୍ଟ ସିରସ୍ତାଦାର ଏବଂ କଳାହାଣ୍ଡି ଜିଲ୍ଲା ବିଚାର ବିଭାଗୀୟ କର୍ମଚାରୀ ସଂଘର ସଭାପତି ଦିଲିପ କୁମାର ମହାନ୍ତି ସୂଚନା ଦେଇଛନ୍ତି ।

ସାଂପ୍ରତିକ ପରିସ୍ଥିତିରେ ସମଗ୍ର ଦେଶ କୋଭିଡ-୧୯ ସହ ଲଢୁଥିବା ବେଳେ କରୋନା ଯୋଦ୍ଧାଙ୍କ ପ୍ରତି ସମ୍ମାନ ଜଣାଇ ଏହି ଅର୍ଥରାଶି ପ୍ରଦାନ କରାଯାଇଛି । ସମସ୍ତେ ଘରେ ରହିବା ସହିତ ସରକାରୀ ବିଧି ବ୍ୟବସ୍ଥାକୁ ଅନୁସରଣ କରି ଚଳିବା ଓ ସୁସ୍ଥ ଜୀବନ ଯାପନ କରିବା ପାଇଁ ଓଡିଶା ନ୍ୟାୟିକ କର୍ମଚାରୀ ସଂଘ ରାଜ୍ୟ ସାଧାରଣ ସଂପାଦକ ଏବଂ ଅଖିଳ ଭାରତୀୟ ନ୍ୟାୟୀକ କର୍ମଚାରୀ ମହାସଂଘ ପୂର୍ବ ଜୋନ ସଭାପତି ପ୍ରସନ୍ନ କୁମାର ପଟ୍ଟନାୟକ ନିବେଦନ କରିଛନ୍ତି ।

cmrf kalahandi pmcaresfund
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026
Latest News

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.