Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାଇଜାଗ୍‌ ଗ୍ୟାସ୍‌ ଟ୍ରାଜେଡୀ : କମ୍ପାନୀ ମାଲିକଙ୍କ ବିଦେଶ ଗସ୍ତ ଉପରେ ହାଇକୋର୍ଟଙ୍କ ରୋକ୍‌
ଆଜିର ଖବର

ଭାଇଜାଗ୍‌ ଗ୍ୟାସ୍‌ ଟ୍ରାଜେଡୀ : କମ୍ପାନୀ ମାଲିକଙ୍କ ବିଦେଶ ଗସ୍ତ ଉପରେ ହାଇକୋର୍ଟଙ୍କ ରୋକ୍‌

May 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଶାଖାପଟ୍ଟନମ୍‌ : ବିଶାଖାପଟ୍ଟନମ୍‌ ଗ୍ୟାସ୍‌ ଲିକ୍‌ ଘଟଣାରେ ଏକ ବଡ ଘୋଷଣା କରିଛନ୍ତି ଆନ୍ଧ୍ର ହାଇକୋର୍ଟ । ଏଲ୍‌ଜି ପଲିମର ପରିସରକୁ ସମ୍ପୂର୍ଣ୍ଣ ଭାବରେ ସିଲ୍‌ କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ମାଲିକ ମାନଙ୍କର ବିଦେଶ ଗସ୍ତ ଉପରେ ରୋକ୍‌ ଲଗାଇଛନ୍ତି ହାଇକୋର୍ଟ । ଘଟଣାର ତଦନ୍ତ ପାଇଁ ନିଯୁକ୍ତ କମିଟି ବ୍ୟତିତ ଅନ୍ୟ କେହି ବି କମ୍ପାନୀ ପରିସରକୁ ପ୍ରବେଶ କରିପାରିବେ ନାହିଁ । ଏହା ସହିତ କମ୍ପାନୀର ମାଲିକ ମାନଙ୍କ ବିଦେଶ ଗସ୍ତ ଉପରେ ମଧ୍ୟ ହାଇକୋର୍ଟ ରୋକ୍‌ ଲଗାଇଛନ୍ତି ।

ସୋମବାର ହାଇକୋର୍ଟଙ୍କ ରାୟରେ ସମସ୍ତ ନିର୍ଦ୍ଦେଶକ ଏବଂ ପ୍ରମୋଟର ନିଜର ପାସପୋର୍ଟ କୋର୍ଟରେ ଜମା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଉଲ୍ଲେଖଯୋଗ୍ୟ ଯେ, 7 ତାରିଖରେ ଘଟିଥିବା ଏହି ଭୟାବହ ଦୁର୍ଘଟଣାରେ ଜଣେ ନାବାଳକଙ୍କ ସମେତ 12 ଜଣ ବ୍ୟକ୍ତି ପ୍ରାଣ ହରାଇଥିଲେ । ଏହି ଘଟଣାରେ ଶତାଧିକ ବ୍ୟକ୍ତି ଅସୁସ୍ଥ ହୋଇଥିବା ବେଳେ କମ୍ପାନୀ ପକ୍ଷରୁ ପ୍ରତି ମୃତକଙ୍କ ପରିବାରକୁ 1 କୋଟି ଟଙ୍କା ପ୍ରଦାନ କରାଯାଇଥିଲା । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

୫୪୩ ରୁ ୮୧୬କୁ ବୃଦ୍ଧି ପାଇବ ଲୋକସଭା ଆସନ ସଂଖ୍ୟା: ଜାଣନ୍ତୁ ଓଡିଶା ପାଇଁ କେତେ?

March 24, 2026

PSL 2026 ରୁ ବିଦେଶୀ ଖେଳାଳି ଓହରିବା ସତ୍ତ୍ୱେ BCB ନେଲା ବଡ ନିଷ୍ପତ୍ତି

March 24, 2026

ଧର୍ମ ପରିବର୍ତ୍ତନ କଲେ ହରାଇବେ SC/ST ମାନ୍ୟତା: ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି

March 24, 2026

ଏମିତି କାହାଣି କେବେ ଶୁଣିନି

March 24, 2026
Latest News

୫୪୩ ରୁ ୮୧୬କୁ ବୃଦ୍ଧି ପାଇବ ଲୋକସଭା ଆସନ ସଂଖ୍ୟା: ଜାଣନ୍ତୁ ଓଡିଶା ପାଇଁ କେତେ?

March 24, 2026

PSL 2026 ରୁ ବିଦେଶୀ ଖେଳାଳି ଓହରିବା ସତ୍ତ୍ୱେ BCB ନେଲା ବଡ ନିଷ୍ପତ୍ତି

March 24, 2026

ଧର୍ମ ପରିବର୍ତ୍ତନ କଲେ ହରାଇବେ SC/ST ମାନ୍ୟତା: ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି

March 24, 2026

ଏମିତି କାହାଣି କେବେ ଶୁଣିନି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.