Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ପାଇଁ ନରବଳି ଦେଲେ ପୂଜକ !
ଆଜିର ଖବର

କରୋନା ପାଇଁ ନରବଳି ଦେଲେ ପୂଜକ !

May 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନରସିଂହପୁର : କରୋନା ପାଇଁ ନରବଳି ଦେଇଛନ୍ତି ଜଣେ ମନ୍ଦିରର ପୂଜକ । ମିଳିଥିବା ସୂଚନା ଅନୁସାରେ ବନ୍ଧହୁଡା ମାଆ ବ୍ରାହ୍ମଣୀ ଦେଈ ମନ୍ଦିରରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ଗାଁର ଜଣେ ବ୍ୟକ୍ତିଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଲା ମନ୍ଦିର ପୂଜକ । ଥାନାରେ ଆତ୍ମସମର୍ପଣ କରିଛନ୍ତି ହତ୍ୟା ଅଭିଯୁକ୍ତ ମନ୍ଦିର ପୂଜକ । ନରସିଂହପୁର ପୋଲିସ୍‌ ଏହି ଘଟଣାର ତଦନ୍ତ କରିବା ସହ କଟୁରୀ ଜବତ କରିଛି । ହତ୍ୟା ନେଇ ଆଠଗଡ ଏସ୍‌ଡିପିଓ ଆଲୋକ ରଞ୍ଜନ ରାୟ ସୂଚନା ଦେଇଛନ୍ତି । ସ୍ବପ୍ନାଦେଶ ପରେ ପୂଜକ ଏଭଳି କରିଥିବା ସ୍ବୀକାର କରିଛନ୍ତି ବୋଲି ଜଣା ପଡିଛି । ନରବଳି ଦେଳେ ବୋଲି କରୋନା ହଟିବ ବୋଲି ପୂଜକ କହିଛନ୍ତି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.