Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଙ୍ଗନଓ୍ବାଡି କର୍ମୀ , ଆଶାକର୍ମୀ ଓ ସଫେଇ କର୍ମଚାରୀଙ୍କୁ କରୋନା
ଆଜିର ଖବର

ଅଙ୍ଗନଓ୍ବାଡି କର୍ମୀ , ଆଶାକର୍ମୀ ଓ ସଫେଇ କର୍ମଚାରୀଙ୍କୁ କରୋନା

May 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ରପଡା : କେନ୍ଦ୍ରାପଡାର 18 ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି କେନ୍ଦ୍ରାପଡା ଜିଲ୍ଲାପାଳ । କେନ୍ଦ୍ରାପଡାରୁ ଆଜି ସର୍ବାଧିକ 18 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଏହି ଆକ୍ରାନ୍ତଙ୍କ ମଧ୍ୟରେ ଅଙ୍ଗନଓ୍ବାଡି କର୍ମୀ ଓ ଆଶା କର୍ମୀ ରହିଛନ୍ତି ବୋଲି ସୂଚନା ଦେଇଛନ୍ତି । ଜିଲ୍ଲାର 18 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ 12 ଜଣ ପ୍ରବାସ ଫେରନ୍ତା ବୋଲି ଜଣାପଡିଛି । ଏହି ପ୍ରବାସ ଫେରନ୍ତାଙ୍କ ମଧ୍ୟରେ ଗୁଜୁରାଟ, କର୍ଣ୍ଣାଟକ ଓ ପଶ୍ଚିମବଙ୍ଗ ଫେରନ୍ତା ରହିଛନ୍ତି । ବାକି ଆକ୍ରାନ୍ତଙ୍କ ମଧ୍ୟରେ ଅଙ୍ଗନଓ୍ବାଡି କର୍ମୀ, ଆଶା ଦିଦି ଓ ସଫେଇ କର୍ମଚାରୀ ରହିଛନ୍ତି ବୋଲି ସୂଚନା ରହିଛି । ଏହି କର୍ମଚାରୀମାନେ ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ କ୍ବାରେଣ୍ଟିନ୍‌ କେନ୍ଦ୍ରରେ ନିୟୋଜିତ ଥିଲେ ।

କରୋନା ରିପୋର୍ଟ ଆସିବା ପରେ ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । 48 ଘଣ୍ଟା ପାଇଁ ଏହି ଦୁଇ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

ଅଙ୍ଗନଓ୍ବାଡି ଆଶା କର୍ମୀ କରୋନା ସଫେଇ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.