Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡିରେ ଆରୋଗ୍ୟ ହେଲେ ୧୧ ଆକ୍ରାନ୍ତ : ପୁଷ୍ପ ଗୁଚ୍ଛ ଦେଇ ବିଦାୟ ଦିଆଗଲା
ଆଜିର ଖବର

କଳାହାଣ୍ଡିରେ ଆରୋଗ୍ୟ ହେଲେ ୧୧ ଆକ୍ରାନ୍ତ : ପୁଷ୍ପ ଗୁଚ୍ଛ ଦେଇ ବିଦାୟ ଦିଆଗଲା

May 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କୋଭିଡ-୧୯ ସ୍ୱତନ୍ତ୍ର ହସପିଟାଲ ରେ ଚିକିତ୍ସିତ ହେଉଥିବା କରୋନା ପଜିଟିଭ ମାନଙ୍କ ମଧ୍ୟରୁ ୧୧ ଜଣ ଆରୋଗ୍ୟ ହେବାପରେ ସେମାନଙ୍କୁ ହସ୍ପିଟାଲରୁ ରିଲିଭ କରାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଏହି ସୂଚନା ପ୍ରଦାନ କରିଛନ୍ତି । ଏହି କୋଭିଡ ହସପିଟାଲରେ କଳାହାଣ୍ଡିର ୧୮ ଜଣ ଓ ନୂଆପଡାର ୨ ଜଣ କରୋନା ରୋଗୀ ଚିକିତ୍ସିତ ହେଉଥିବା ବେଳେ ୧୧ ଜଣ ଆରୋଗ୍ୟ ହେବା ପରେ ବଳକା ୯ ଜଣ ଚିକିତ୍ସିତ ହେଉଛନ୍ତି ।

ଏମାନଙ୍କ ବ୍ୟତୀତ ୪୧ ଜଣ ସନ୍ଦିଗ୍ଧ ସ୍ୱତନ୍ତ୍ର ନୀରିକ୍ଷଣରେ ରହିଥିଲେ । ଚିକିତ୍ସିତ ହେବା ପରେ ସେମାନଙ୍କ ମଧ୍ୟରୁ ୨୦ ଜଣ ଆରୋଗ୍ୟ ହୋଇ ରିଲିଭ ହୋଇଥିବା ଜଣାପଡିଛି । ଏହି କୋଭିଡ ହସ୍ପିଟାଲରେ ୨୦୦ ଶଯ୍ୟା ଥିବା ବେଳେ ୬ଟି ଆଇସିୟୁ ଶଯ୍ୟା ରହିଥିବା ଜଣାପଡିଛି ।

କଳାହାଣ୍ଡି କୋଭିଡ଼-୧୯
Share. Facebook Twitter LinkedIn Email WhatsApp Copy Link

Related Posts

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026

ତାମିଲନାଡୁ ବିଜେପିରେ ବଡ଼ ପରିବର୍ତ୍ତନ: କେ. ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ

June 5, 2026

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026

ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

June 5, 2026
Latest News

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026

ତାମିଲନାଡୁ ବିଜେପିରେ ବଡ଼ ପରିବର୍ତ୍ତନ: କେ. ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ

June 5, 2026

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026

ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

June 5, 2026

ପୁଣି ଆଉ ଏକ ସ୍ଥାନରେ ଛୁରାମାଡ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.