Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋହଳ ନିୟମ ଓଡ଼ିଶାରେ ଲାଗୁ ହେବ ନାହିଁ, ସନ୍ଧ୍ୟା 7ରୁ ସକାଳ 7 ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର
ଆଜିର ଖବର

କୋହଳ ନିୟମ ଓଡ଼ିଶାରେ ଲାଗୁ ହେବ ନାହିଁ, ସନ୍ଧ୍ୟା 7ରୁ ସକାଳ 7 ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର

June 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଅନ୍‌ଲକ୍‌ 1.0 ଜାରି ହୋଇଛି । ତେବେ ଏହି ସମୟରେ କେତେଗୁଡିଏ କଟକଣାକୁ ବଳବତ୍ତର ରଖିଛନ୍ତି ରାଜ୍ୟସରକାର । ଅନ ଲକ୍ 1.0ରେ କେନ୍ଦ୍ର ସରକାର ରାତ୍ରୀକାଳୀନ କର୍ଫ୍ୟୁକୁ କୋହଳ କରିଥିବାବେଳେ ରାଜ୍ୟ ସରକାର ଏହାକୁ ଅଧିକ କଡାକଡି କରିଛନ୍ତି । ଏହା ପୂର୍ବବର୍ତ୍ତ ସନ୍ଧ୍ୟା 7ରୁ ସକାଳ 7ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସୂଚନା ରହିଛି ।

ସେହିପରି ଛେପପକାଇଲେ ଓ ମାସ୍କ ନ ପିନ୍ଧିଲେ ଅଧିକ ଜରିମାନା ଆଦାୟ କରାଯିବ । ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ପ୍ରଥମ ଓ ଦ୍ବିତୀୟ ଥର ନିୟମ ଭାଙ୍ଗି ଧରାପଡିଲେ  500ଟଙ୍କା ଜରିମାନା ଦେବାକୁ ପଡିବ ତୃତୀୟ ଥର ନିୟମ ଭାଙ୍ଗି ଧରାପଡିଲେ 1 ହଜାର ଟଙ୍କା ଜରିମାନା ଆଦାୟ କରାଯିବ । ମାସ୍କ ନ ପିନ୍ଧିଲେ ଜରିମାନା ସହ ଏପିଡେମିକ୍‌ ଆକ୍ଟ ଅନୁସାରେ ଗିରଫ କରାଯିବ ବୋଲି କହିଛନ୍ତି ଡିଜିପି ଅଭୟ । ବିନା କାରଣରେ କେହି କୁଆଡେ ବୁଲନ୍ତୁ ନାହିଁ ବୋଲି କହିଛନ୍ତି ପୋଲିସ୍‌ ଡିଜି ।

curfew unlock1.0
Share. Facebook Twitter LinkedIn Email WhatsApp Copy Link

Related Posts

OTAS ଅଧିକାରୀ ଭୀମସେନ ଟୁଡୁଙ୍କୁ ଚାକିରୀରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

June 27, 2026

ସ୍ଥଗିତ ହେଲା ପରୀକ୍ଷା: TET ପେପର ଲିକ୍ ପରେ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

June 27, 2026

ନୂତନ ପାସନ ମଡେଲ ଲଞ୍ଚ କଲା ହିରୋ: ୧ ଲିଟରରେ ଚାଲିବ ୭୧ କିମି, ଜାଣନ୍ତୁ ବୈଶିଷ୍ଟ୍ୟ

June 27, 2026

ଜନନାୟକାନ ପ୍ରଯୋଜକଙ୍କୁ ଦିଲ୍ଲୀରେ ନିଯୁକ୍ତ କଲେ ଥଲାପତି ବିଜୟ: ବିରୋଧ କଲେ ବିଜେପି-ଡିଏମକେ

June 27, 2026
Latest News

OTAS ଅଧିକାରୀ ଭୀମସେନ ଟୁଡୁଙ୍କୁ ଚାକିରୀରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

June 27, 2026

ସ୍ଥଗିତ ହେଲା ପରୀକ୍ଷା: TET ପେପର ଲିକ୍ ପରେ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

June 27, 2026

ନୂତନ ପାସନ ମଡେଲ ଲଞ୍ଚ କଲା ହିରୋ: ୧ ଲିଟରରେ ଚାଲିବ ୭୧ କିମି, ଜାଣନ୍ତୁ ବୈଶିଷ୍ଟ୍ୟ

June 27, 2026

ଜନନାୟକାନ ପ୍ରଯୋଜକଙ୍କୁ ଦିଲ୍ଲୀରେ ନିଯୁକ୍ତ କଲେ ଥଲାପତି ବିଜୟ: ବିରୋଧ କଲେ ବିଜେପି-ଡିଏମକେ

June 27, 2026

ମହାନଦୀ ଜଳ ବିବାଦ: ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.