Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବାରର 6 ସଦସ୍ୟଙ୍କ ସହିତ କରୋନା ଆକ୍ରାନ୍ତ ହେଲେ ଏହି ଅଭିନେତ୍ରୀ
ଆଜିର ଖବର

ପରିବାରର 6 ସଦସ୍ୟଙ୍କ ସହିତ କରୋନା ଆକ୍ରାନ୍ତ ହେଲେ ଏହି ଅଭିନେତ୍ରୀ

June 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଅଭିନେତ୍ରୀ ତଥା ରେଓ୍ବାର ରାଜକୁମାରୀ ମୋହିନା ସିଂ କରୋନା ଆକ୍ରାନ୍ତ ହୋଇଛନ୍ତି । ଏହା ସହିତ ମୋହେନାଙ୍କ ବ୍ୟତିତିକ ରାଜପରିବାରର ଅନ୍ୟ 6 ଜଣ ସଦସ୍ୟ ମଧ୍ୟ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି । ମୋହିନାଙ୍କ ବ୍ୟତୀତ ତାଙ୍କ ସ୍ୱାମୀ ସୁୟଶ, ବଡ଼ ଯାଆ ଆରାଧ୍ୟା, ଆରାଧ୍ୟାଙ୍କ ପୁଅ ଶ୍ରେୟାନ୍ସ,, ଶ୍ୱଶୁର ତଥା ମନ୍ତ୍ରୀ ସତ୍ୟପାଲ ମହାରାଜ ମଧ୍ୟ ଏଥିରେ ଆକ୍ରାନ୍ତ ହୋଇଛନ୍ତି । ଡ୍ୟାନ୍ସ ରିଅଲିଟି ଶୋ ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସରୁ ଲୋକପ୍ରିୟତା ହାସଲ କରିଥିବା ମୋହିନା ଟିଭି ସିରିଏଲ୍‌ ‘ୟେ ରିସ୍ତା କୟା କେହଲତା ହେ’ରେ ପ୍ରମୁଖ ଭୂମିକାରେ ନଜର ଆସିଥିଲେ । ତେବେ ମୋହିନା ନିଜ ଇନ୍‌ଷ୍ଟା ପୋଷ୍ଟରେ ଅନ୍ୟ ମାନଙ୍କ ପାଇଁ ଦୁଃଖପ୍ରକାଶ କରିଛନ୍ତି । ସେ ଏବଂ ତାଙ୍କ ପରିବାର ଲୋକ ଆପାତତଃ ସୁସ୍ଥ ହେଉଥିବା ବେଳେ ଦେଶବ୍ୟାପୀ ଏହି ରୋଗ ଜଙ୍ଗଲ ନିଆଁ ପରି ବ୍ୟାପୁଛି । ସମସ୍ତେ ଏହି ରୋଗ ପାଇଁ ସତର୍କ ରହିବା ଉଚିତ୍‌ ବୋଲି ମୋହିନା ନିଜ ପୋଷ୍ଟରେ ଲେଖିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026

ଗତ ୫ ବର୍ଷରେ ଓଡ଼ିଶାର ୯୬୬୦ କଳାକାରଙ୍କୁ ୭୫.୪୩ କୋଟିର ସହାୟତା

July 27, 2026

ବିଜୟ ସରକାରଙ୍କୁ ଝଟକା: ଏହି ନିଷ୍ପତ୍ତିକୁ ରଦ୍ଦ କଲେ ମାଡ୍ରାସ ହାଇକୋର୍ଟ 

July 27, 2026

CJP ର ଚେତାବନୀ ପରେ କାର୍ଯ୍ୟାନୁଷ୍ଠାନ: ଏହି ବଡ଼ ପଦକ୍ଷେପ ନେଲେ ସରକାର

July 27, 2026
Latest News

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026

ଗତ ୫ ବର୍ଷରେ ଓଡ଼ିଶାର ୯୬୬୦ କଳାକାରଙ୍କୁ ୭୫.୪୩ କୋଟିର ସହାୟତା

July 27, 2026

ବିଜୟ ସରକାରଙ୍କୁ ଝଟକା: ଏହି ନିଷ୍ପତ୍ତିକୁ ରଦ୍ଦ କଲେ ମାଡ୍ରାସ ହାଇକୋର୍ଟ 

July 27, 2026

CJP ର ଚେତାବନୀ ପରେ କାର୍ଯ୍ୟାନୁଷ୍ଠାନ: ଏହି ବଡ଼ ପଦକ୍ଷେପ ନେଲେ ସରକାର

July 27, 2026

ରାୟଗଡ଼ା ମଣ୍ଡଳରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ପାସେଞ୍ଜର ଟ୍ରେନ୍ ବାତିଲ୍

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.